‘ସମ୍ବିଧାନର ମୌଳିକ ନୀତିର ସୁରକ୍ଷା ପାଇଁ ପ୍ରତ୍ୟେକ ନାଗରିକ ବଦ୍ଧପରିକର ହୁଅନ୍ତୁ’

ବ୍ରହ୍ମପୁର ଅଫିସ,୨୬।୧: ଗଞ୍ଜାମ ଜିଲା ଖଲିକୋଟ କଲେଜ ଖେଳ ପଡ଼ିଆ ପରିସରରେ ଉପଖଣ୍ଡସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏଥିରେ ଦକ୍ଷିଣାଞ୍ଚଳ ଆରଡିସି ଟି. ଆଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ସମ୍ବିଧାନର ମୌଳିକ ନୀତିର ସୁରକ୍ଷା ପାଇଁ ପ୍ରତ୍ୟେକ ନାଗରିକ ବଦ୍ଧପରିକର ହେବାକୁ ଆରଡିସି ଆହ୍ବାନ ଦେଇଥିଲେ। ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତତ୍ରୟ ଭାଉସାହେବ, ଆଡିଶନାଲ ଏସ୍‌ପି ପ୍ରଭାତ ରାଉତରାୟ, ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ମିଳିତ ପରେଡ୍‌ରେ ୩୮ ଟି ସ୍କୁଲ, କଲେଜର ଛାତ୍ରୀଛାତ୍ର ଭାଗନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri