ଛେଣ୍ଡିପଦା ବ୍ଲକ ସଦରମହକୁମାରେ ୭୧ତମ ସାଧାରଣତନ୍ତ୍ର ଦିବସ

ଛେଣ୍ଡିପଦା,୨୬।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦର ମହକୁମା ମିନିଷ୍ଟାଡିୟମରେ ରବିବାର ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଛନ୍ତି। ଏଥିରେ ବ୍ଲକର ୨୦ରୁ ଊଦ୍ଧର୍‌ବ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ପରେଡରେ ଅଂଶଗ୍ରହଣ କରିଥିଲେ । ସମ୍ମାନିତ ଅତିଥି ଭାବେ ଛେଣ୍ଡିପଦା ବ୍ଲକ ଉପାଧ୍ୟକ୍ଷା ସୁଷମା ରାଉଳ,ଛେଣ୍ଡିପଦା ସରପଞ୍ଚ ସରୋଜିନୀ ବେହେରା,ସମିତି ସଭ୍ୟ ହେମଲତା ସେଠୀ ଯୋଗଦେଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri