Odisha Elections 2024

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତ ଲୁଟିନେଲେ ୬ ଲକ୍ଷ

ରାଇରଙ୍ଗପୁର,୨୭।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବଜାରରେ ୩ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ତାଙ୍କଠାରୁ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।
ସୂଚନାଯୋଗ୍ୟ, ରାଇରଙ୍ଗପୁର ଟାଉନ୍‌ ଥାନା ମୁଖ୍ୟ ବଜାରରେ ମହାନ୍ତି ପାନମସଲା ଦୋକାନୀ ମାଲିକ ରୂପେଶ କୁମାର ମହାନ୍ତି ରବିବାର ରାତିରେ ଦୋକାନ ଭିତରେ ଟଙ୍କା ଗଣୁଥିବା ବେଳେ ୩ ଅଜଣା ଦୁର୍ବୃତ୍ତ ମୁହଁରେ କଳାକପଡ଼ା ବାନ୍ଧି ହଠାତ୍‌ ପଶିଆସିଥିଲେ। ତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ପ୍ରାୟ ୬ ଲକ୍ଷ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ଏନେଇ ରୂପେଶ ସୋମବାର ଟାଉନ୍‌ ଥାନାରେ ଲିଖିତ ଅଭିଯୋଗ କରିବା ପରେ ରାଇରଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୋକାନର ସିସିଟିଭି ଯାଞ୍ଚ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ...

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭%...

କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍‌ ଭିତରକୁ ମୋବାଇଲ ନେଇପାରିବେ...

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ...

ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ...

ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭୋଟ ହାର ୭୪.୬୫%, ରାତି ସାଢ଼େ ୧୦ଟା ଯାଏ ଚାଲିଲା ମତଦାନ

ହାଟଡିହୀ,୨୬।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୯୧ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଛି। ଉକ୍ତ ବିଧାନସଭା କ୍ଷେତ୍ର ଅଧୀନରେ ହାଟଡିହୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri