ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି। ସେ ହେଲେ କଣ୍ଢଳ ଗ୍ରାମର ଅକ୍ଷୟ…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ ଭିଜି ଯାଇଛି। କେବଳ ସେତିକି ନୁହେଁ,…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର କାମୁଡ଼ାରେ ୨ ନାବାଳକଙ୍କ ସମେତ ୩…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ ଚାଲିଥିବା ଶତରୁଦ୍ର ମହାଯଜ୍ଞ ଓ ନାମଯଜ୍ଞ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ସେ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ ଉଭୟର ପ୍ରତିନିଧିମଣ୍ଡଳ ଚୁକ୍ତିନାମାର ସମସ୍ତ ଦିଗ ଉପରେ ଏକ ସହମତିରେ ପହଞ୍ଚିଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ କାର୍ଯ୍ୟକାରୀ ପରିଷଦ ସମାରୋହରେ ଗୁରୁବାର ମୁଖ୍ୟମନ୍ତ୍ରୀ କହିଛନ୍ତି ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ ନିକଟରେ କାରଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା । ଫଳରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ ସେହିପରି କଲି। ଦଳର ହାଇକମାଣ୍ଡ ମୋତେ ଆରମ୍ଭରୁ ଇସ୍ତଫା ଦେବାକୁ କହିଥିଲେ। ମୁଁ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟପାଳଙ୍କ ଅନୁପସ୍ଥିତିରେ ତାଙ୍କ ସଚିବଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛି। ରାଜ୍ୟପାଳ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଗୁରୁବାର ଭୋର ପ୍ରାୟ ସାଢ଼େ ୩ଟା ସମୟରେ ବାଳିକା ଛାତ୍ରାବାସରେ ଅଗ୍ନିକାଣ୍ଡ ଘଟିଥିଲା।…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି କ୍ଷେତ୍ରରେ ପ୍ରକୃତରେ ଆକ୍ରମଣ କରିଛନ୍ତି। ଇରାନ ସହିତ ଯୁଦ୍ଧବିରତି ସତ୍ତ୍ୱେ, ଆମେରିକାର ରାଷ୍ଟ୍ରପତି…

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ କେନ୍ଦ୍ରମନ୍ତ୍ରୀ ହର୍ଷ ମାଲହୋତ୍ରାଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ସହିତ, ଭାଜପା…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା IISSର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି। ଚାଇନା ସହିତ ସୀମା ଶାନ୍ତିପୂର୍ଣ୍ଣ ରହିଥିଲେ ମଧ୍ୟ, ଏକ ଅଚଳାବସ୍ଥା ଜାରି ରହିଛି।…

ପଦ ଛାଡ଼ିଲେ ମୁଖ୍ୟମନ୍ତ୍ରୀ: ପ୍ରାତଃଭୋଜନ ବୈଠକରେ କଲେ ଘୋଷଣା

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ତାଙ୍କ ପଦ ଛାଡିଛନ୍ତି। ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କ ମନ୍ତ୍ରୀମାନଙ୍କ ସହିତ ଏକ ପ୍ରାତଃଭୋଜନ ବୈଠକରେ ସେ ଏହି ଘୋଷଣା କରିଛନ୍ତି। ସେ ତାଙ୍କ ନିଷ୍ପତ୍ତି ବିଷୟରେ ମନ୍ତ୍ରୀମାନଙ୍କୁ ଅବଗତ କରାଇଛନ୍ତି। ଅପରାହ୍ନ ୩.୦୦ଟାରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri