ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ ବହୁ ଅସୁବିଧାର ସମୁଖୀନ ହେବାକୁ ପଡ଼ିଛି।…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣା ଉତ୍ତର ପ୍ରଦେଶର…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ ବାରଣ କରିଛନ୍ତି। ଏୟାରସ୍ପେସର ଅନୁପଲବ୍ଧତା ଯୋଗୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ ପ୍ରସ୍ତାବ ଆସିଛି।  ବରଗଡ଼, ଗଞ୍ଜାମ ଓ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ) ଶିବା ନାୟକ (୪୦)ଙ୍କ ଝୁଲନ୍ତା ଅବସ୍ଥାରେ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ ଐତିହାସିକ AI ସମିଟ ମଧ୍ୟରୁ ଗୋଟିଏ ବୋଲି ବର୍ଣ୍ଣନା କରି ୧.୪ ବିଲିୟନ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ ଆଇସିସି ପୁରୁଷ ଟି-୨୦ ବିଶ୍ୱକପରେ ୪୦ ବିଜୟ ରେକର୍ଡ କରିଥିବା ପ୍ରଥମ ଦଳ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର ରାଡାରରେ ୪ ବରିଷ୍ଠ କମାଣ୍ଡରଙ୍କ ସମେତ ପ୍ରାୟ ୩୦୦ ମାଓବାଦୀ ରହିଥିବା ବୁଧବାର…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା କରିଛନ୍ତି। ମଙ୍ଗଳବାର ରାତିରେ ଘଟିଥିବା ଏହି ଘଟଣାରେ ମହିଳାଙ୍କ ସ୍ବାମୀ ବର୍ତ୍ତିଯାଇଥିଲେ ହେଁ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର ଅନେକ ବରିଷ୍ଠ ନେତା ଅଂଶଗ୍ରହଣ କରିଥିଲେ । ତଥାପି, ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ ବଡ଼ ବିବାଦ ମୁଣ୍ଡ ଟେକିଛି। ସ୍ବଦେଶୀ ସମିଟ୍‌ରେ ଚାଇନା ମାଲ୍‌କୁ ପୂରାଇ ନିଜର…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ ଭାଲେଣ୍ଟାଇନ୍ସ ଡେ’ ପାଳନ କରିବା ପରେ ଏହି ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସ୍ବାମୀ ତାଙ୍କ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର ୪ ଆସନ ରହିଛି। ବୁଧବାର ଭାରତର ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ଏ ସଂକ୍ରାନ୍ତୀୟ…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ନୂଆଦିଲ୍ଲୀ ତାର ଶକ୍ତି ନୀତିରେ କୌଣସି ପରିବର୍ତ୍ତନ କରିଥିବା ନେଇ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri