ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ବାତିଲ ଦାବିରେ ରାସ୍ତାରୋକୋ

ଜଳେଶ୍ୱର, ୧।୨(ଡି.ଏନ.ଏ.)-ଜଳେଶ୍ୱର ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଆଦେଶ ବାତିଲ ଦାବିରେ ପରିଚାଳନା କମିଟି ଓ ଅଭିଭାବକମାନେ ଆଜକୁ ୪ ଦିନ ଧରି ବିଦ୍ୟାଳୟ ସମ୍ମୁଖରେ ଧାରଣା ଚାଲୁ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜଳେଶ୍ୱର ବିଇଓ ବିଜୟ ନାଥ ବିଦ୍ୟାଳୟକୁ ଆସିଥିବା ବେଳେ ଅଭିଭାବକମାନେ ତାଙ୍କୁ ଅଟକାଇ ଦାବି ସମ୍ପର୍କରେ କ’ଣ ପଦକ୍ଷେପ ନିଆଯାଇଛି ପ୍ରଶ୍ନ କରିଥିଲେ। ଧାରଣା ଚାଲିଥିବା ବେଳେ ହଠାତ୍‌ ମଧ୍ୟାହ୍ନ ୧୨ଟାରେ ଆନ୍ଦୋଳନକାରୀମାନେ ଧାରଣାରୁ ଉଠିଯାଇ ରାସ୍ତାରୋକୋ କରିଥିଲେ। ଫଳରେ ଉଭୟ ପଟରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଘଟଣାସ୍ଥଳରେ ଜଳେଶ୍ୱର ଆଇଆଇସି ଧନେଶ୍ୱର ସାହୁ ପୋଲିସ ବାହିନୀ ସହ ପହଞ୍ଚତ୍ଥିଲେ। ରାସ୍ତାରୋକୋରେ ଯୋଗ ଦେଇଥିବା ଛାତ୍ରୀଛାତ୍ରମାନଙ୍କୁ ପୋଲିସ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri