ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ବ୍ୟୟ ବରାଦ

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଶିକ୍ଷା ବିକାଶ ଅନ୍ତର୍ଗତ ରାଷ୍ଟ୍ରୀୟ ପୋଲିସ ବିଶ୍ୱ ବିଦ୍ୟାଳୟ ଏବଂ ରାଷ୍ଟ୍ରୀୟ ନ୍ୟାୟିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ ସ୍ଥାପିତ ହେବ। ଦେଶରେ ଡାକ୍ତରଙ୍କ ଅଭାବ ଦୂର ପାଇଁ ପ୍ରତି ଜିଲାରେ ହସ୍ପିଟାଲ ଖୋଲା ଯିବ। ଯୁବବର୍ଗଙ୍କୁ ଲୋକାଲ ବୋର୍ଡ ଦ୍ୱାରା ଇଣ୍ଟର୍ନଶିପ୍‌ ଦିଆଯିବ। ସେହିପରି ଡିଗ୍ରୀସ୍ତରରେ ଅନ୍‌ ଲାଇନ୍‌ କାର୍ଯ୍ୟକ୍ରମ ଆରମ୍ଭ କରାଯିବ ବୋଲି ଅର୍ଥନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri