ପ୍ରତି ମାସ ୭ ତାରିଖରେ ମନ୍ତ୍ରୀମାନେ ଦେବେ ରିପୋର୍ଟ

ଭୁବନେଶ୍ୱର,୪।୬(ବ୍ୟୁରୋ): ଏଣିକି ମନ୍ତ୍ରୀମାନେ ପ୍ରତି ମାସ ୭ ତାରିଖ ପୂର୍ବରୁ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗରେ ନେଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରିପୋର୍ଟ ଦେବେ। ଆଗାମୀ ଜୁଲାଇ ୭ ମଧ୍ୟରେ ମନ୍ତ୍ରୀମାନଙ୍କୁ ପ୍ରଥମ ରିପୋର୍ଟ ଦେବା ଲାଗି ମୁଖ୍ୟମନ୍ତ୍ରୀ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶଯୋଗ୍ୟ, ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବା ପରେ ମେ’ ୨୯ରେ ମନ୍ତ୍ରିମଣ୍ଡଳ ବୈଠକ ବସି ନିର୍ବାଚନ ସମୟରେ ଓଡ଼ିଶାବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ତଥା ଦଳୀୟ ଇସ୍ତାହାର ପ୍ରସ୍ତାବ ଗୁଡ଼ିକ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ ଗ୍ରହଣ କରିଥିଲେ। ମହିଳାମାନଙ୍କର ବିକାଶ, ଅଭିବୃଦ୍ଧିରେ ସମାନ ଭାଗିଦାରୀ, ଦୁର୍ବଳ ଶ୍ରେଣୀର ଲୋକଙ୍କ ବିକାଶ ଏବଂ ଯୁବଗୋଷ୍ଠୀଙ୍କ ସ୍ବପ୍ନର ସଫଳ ରୂପାୟନ ସହ ସଶକ୍ତ ଓଡ଼ିଶା ଗଠନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏଥିସହ ୩୬୫ ଦିନ ପରେ ଅର୍ଥାତ ୨୦୨୦ ମେ’ ୨୯ରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଓ ରୂପାୟନ ସମ୍ପର୍କରେ ଜଣାଯିବ। ଏଥିଲାଗି ମନ୍ତ୍ରୀମାନେ ଉଦ୍ୟମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri