ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର କଠୋର ଆଇନ ଆଣିବେ। ସୋସିଆଲ ମିଡିଆରେ…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର ଅଞ୍ଚଳରେ ଏହି ହତ୍ୟାକାଣ୍ଡ ହୋଇଛି ।…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନାରେ। ସ୍ଥାନୀୟ ଶିବ ମନ୍ଦିର…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ପରିଲକ୍ଷିତ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ ଧାରଣା ଦିଆଯାଇଛି। କେନ୍ଦ୍ର ସରକାରଙ୍କୁ ଦେଓଗାଁ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଥିଲେ ସିନେମାର ଏକ୍‌ଜିକ୍ୟୁଟିଭ୍‌ ପ୍ରଡ୍ୟୁସର…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା ଏକ ତୈଳ ବିଶୋଧନାଗାରରେ ଏହି ଆକ୍ରମଣ ହୋଇଥିଲା। ଯୁଦ୍ଧବିରତି ଘୋଷଣାର ମାତ୍ର କିଛି ଘଣ୍ଟା…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର ହ୍ରାସ ଦେଖାଯାଇଥିଲା, ଯାହା ୧୮ ପ୍ରତିଶତ ହ୍ରାସ ପାଇ ପ୍ରତି ବ୍ୟାରେଲ ପିଛା…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର ଲୋକଙ୍କ ପ୍ରତି ସର୍ବୋଚ୍ଚ ସମ୍ମାନ ରଖିଛନ୍ତି ଏବଂ ରଖିବେ। ସେ ଆହୁରି ମଧ୍ୟ…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ ଯଥାଶୀଘ୍ର ଦେଶ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି। ଜରୁରୀକାଳିନ ଏବଂ ସମନ୍ବୟ ପାଇଁ ଦୂତାବାସ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା ମାଡ଼ରେ ଜଣେ ୫ ବର୍ଷର ବାଳକ ଓ ଜଣେ ୬ ମାସର ଶିଶୁକନ୍ୟାଙ୍କ…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା କରିଛନ୍ତି। ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଅରାଘଚି ମଧ୍ୟ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ ତାହା ସେମାନେ ଜାଣନ୍ତି, କିନ୍ତୁ ତାହାକୁ କାର୍ଯ୍ୟକାରୀ କରିବା କଷ୍ଟ ହୋଇଥାଏ। ସଚେତନତା…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ ଟ୍ରପ୍‌ଲାଇନ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ରାଜି ହୋଇଛି। ଇରାନ ଉପରେ ଏକ ବଡ଼ ଆକ୍ରମଣ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ ବୟାନ ଦେଇ କହିଛନ୍ତି ଯେ, ଆଜି ରାତିରେ ଏକ ସମ୍ପୂର୍ଣ୍ଣ ସଭ୍ୟତାର ବିନାଶ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri