କରୋନା ମହାମାରୀ ବେଲଗାମ: ମୃତ୍ୟୁ ସଂଖ୍ୟା ୩୬୧ ଛୁଇଁଲା;୨୪ ଘଣ୍ଟାରେ ୨୦୧୩ ଜଣ ସଂକ୍ରମିତ

ବେଜିଂ,୩।୨: ଚାଇନାର ବୁହାନରେ କରୋନା ମହାମାରୀ ବେଲଗାମ ହେବାରେ ଲାଗିଛି। ମୃତ୍ୟୁ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ କରୋନା ଭୁତାଣୁ ସଂକ୍ରମଣରେ ୩୬୧ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଏହି ଭୁତାଣୁ ଯୋଗୁ ୨୦୧୩ ଜଣ ସଂକ୍ରମିତ ହୋଇଥିବା ସ୍ଥାନୀୟ ପ୍ରଶାସନ କହିଛି। ୧୬ ହଜାର ୬୦୦ ଲୋକଙ୍କଠାରେ ଏହି ଭୁତାଣୁ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ୯ ହଜାର ୬ ଶହ୧୮ଙ୍କୁ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ୪୭୮ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ...

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri