Posted inଖେଳ

ପଡିଆ ଭିତରେ କଡ଼ା ଟକ୍କର, ବାହାରେ ବନ୍ଧୁତା

ମାଉଣ୍ଟ ମାଉଁଗାନୁଇ,୩।୨: ଅନ୍ତିମ ଟି୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୭ ରନରେ ପରାସ୍ତ କରି ଭାରତ ପାଞ୍ଚମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୫-୦ରେ ମୂଳପୋଛ କରିଛି। ଶେଷ ମ୍ୟାଚରେ ଅଧିନାୟକ ବିରାଟ କୋହଲି ବିଶ୍ରାମ ନେଇଥିଲେ। ତାଙ୍କ ସ୍ଥାନରେ ଦଳର ନେତୃତ୍ୱ ନେଇଥିଲେ ରୋହିତ ଶର୍ମା। ପ୍ରତିଦ୍ୱନ୍ଦୀ ଅଧିନାୟକ କେନ ୱିଲିୟମସନଙ୍କ ମଧ୍ୟ ଆହତ କାରଣରୁ ମ୍ୟାଚରୁ ବାଦ୍‌ ପଡିଥିଲେ। ଯଦିଓ ଉଭୟ ଏହି ମ୍ୟାଚ୍‌ ଖେଳୁ ନ ଥିଲେ କିନ୍ତୁ ପଡିଆ ବାହାରେ ବସି ସାଥୀ ଖେଳାଳିଙ୍କୁ ଉତ୍ସାହିତ କରିବା ଦେଖାଯାଇଥିଲା। ଦୁଇ ଖେଳାଳି ଏକାଠି ବସି ବାଉଣ୍ଡ୍ରୀ ନିକଟରେ ମ୍ୟାଚ ଦେଖିଲେ। ସେମାନଙ୍କ ସହ ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ମଧ୍ୟ ବସିଥିଲେ। କ୍ରିକେଟ ମଇଦାନରେ ଅନେକ ସମୟରେ ଦୁଇ ଦଳର ଖେଳାଳିମାନେ ପରସ୍ପରକୁ ପ୍ରତିଦ୍ୱନ୍ଦ୍ୱୀ ଭାବେ ଦେଖନ୍ତି। କିନ୍ତୁ ବିରାଟ ଏବଂ ଓ୍ବିଲିମସନଙ୍କ କ୍ଷେତ୍ରରେ ତାହା ଘଟିନାହିଁ। ଉଭୟ ବେଶ୍‌ ବନ୍ଧୁତ୍ୱପୂର୍ଣ୍ଣ ଭାବେ ଗପସପ କରୁତତ୍ବାର ଦେଖାଯାଇଥିଲା। ଏହି ଫଟୋ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବିସିସିଆଇ ତା’ର ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡଲରେ ଏହି ଫଟୋକୁ ଶେଆର୍‌ କରିଛି ଏବଂ ଏଥିରେ କ୍ୟାପସନ ଦେଇ ଲେଖିଛି ଯେ ‘ସ୍ପିରିଟ ଅଫ କ୍ରିକେଟ’।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri