ପାକିସ୍ତାନରେ ଦାହ ସଂସ୍କାର ହେଲା ମହଙ୍ଗା!

ଇସ୍‌ଲାମାବାଦ,୩।୨: ପାକିସ୍ତାନରେ ଥିବା ହିନ୍ଦୁଙ୍କର ଦାହ ସଂସ୍କାର କରିବା ଏବେ ମହଙ୍ଗା ହୋଇଛି। ଶୁଣିବାକୁ ମିଳିଛି କି ଏବେ ଏଠାରେ ଅଧିକାଂଶ ହିନ୍ଦୁ ମୃତଦେହ ଦାହ ନ କରିପାରି ପୋତି ଦେଉଛନ୍ତି। ଆଉ କେତେଜଣ ଅସ୍ଥି ବିସର୍ଜନ ପାଇଁ ଅପେକ୍ଷା ରଖୁଛନ୍ତି। ଗତବର୍ଷ ଅଗଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଗଲା। ଏହାପରେ କରତାରପୁର କରିଡର ନିର୍ମାଣ କରାଯିବା ସହ ସମଝୋତା ଏକ୍ସପ୍ରେସ ଓ ସଦ୍‌ଭାବନା ବସ୍‌କୁ ବନ୍ଦ କରିଦିଆଗଲା। ଏହା ଫଳରେ ପାକିସ୍ତାନରେ ରହୁଥିବା ହିନ୍ଦୁ ସେମାନଙ୍କ ମୃତ ପରିଜନଙ୍କ ଅସ୍ଥି ବିସର୍ଜନ ପାଇଁ ବାରାଣସି ଆସିବାରେ ବହୁ ଅସୁବିଧାର ସମ୍ମୁଖୀନ ହେବା ସହ ଅପେକ୍ଷା କରିବାକୁ ପଡୁଛି। ଆହୁରି ମଧ୍ୟ ପାକିସ୍ତାନ ପଞ୍ଜାବ ଅଞ୍ଚଳର ପୂର୍ବତନ ହିନ୍ଦୁ ନେତା କାଜିରାମ ଚାଓ୍ବଲା କହିଛନ୍ତି, ଏବେ ପାକିସ୍ତାନରେ ହିନ୍ଦୁମାନେ ଧାର୍ମିକ ରୀତିନୀତି ଅନୁସାରେ ଦାହ ସଂସ୍କାର କରିବାକୁ ୨୦-୨୫ ହଜାର ଟଙ୍କା ଖର୍ଚ୍ଚ କରିବାକୁ ପଡୁଛି। ଅନ୍ୟପଟେ ଭିଜା ନ ମିଳିବାରୁ ଏମାନଙ୍କୁ ଅସ୍ଥି ବିସର୍ଜନ ପାଇଁ ବହୁ ସମୟ ଅପେକ୍ଷା ରଖିବାକୁ ମଧ୍ୟ ପଡୁଛି। ତେବେ ପାକିସ୍ତାନର ଅର୍ଥ ବ୍ୟବସ୍ଥା ପାଇଁ ଏବେ ଏହି ମହଙ୍ଗା ମାଡ ହୋଇଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri