Posted inଖେଳ

ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍‌ : ଟପ୍‌ ୧୦ରେ କେନିନ

ପ୍ୟାରିସ, ୪ା୨(ଏଏଫ୍‌ପି)-ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ବିଜୟିନୀ ହେବା ପରେ ସୋଫିଆ କେନିନ ସଦ୍ୟ ପ୍ରକାଶିତ ଡବ୍ୟ୍ଲୁଟିଏ ର଼୍ୟାଙ୍କିଙ୍ଗ ତାଲିକାରେ ତାଙ୍କ କ୍ୟାରିୟର ଶ୍ରେଷ୍ଠ ୭ମ ସ୍ଥାନ ଅଧିକାର କରିଛନ୍ତି। ଶନିବାର ମେଲବୋର୍ନଠାରେ ଗାର୍ବାଇନ ମୁଗୁରୁଜାଙ୍କ ବିପକ୍ଷରେ ୪-୬, ୬-୨, ୬-୨ ସେଟ୍‌ରେ ଚମକପ୍ରଦ ବିଜୟ ପରେ ଆମେରିକାର ଏହି ଖେଳାଳିଙ୍କ ୮ ସ୍ଥାନ ପଦୋନ୍ନତି ଘଟିଛି। ସେମିଫାଇନାଲରେ ୨୧ ବର୍ଷୀୟା କେନିନଙ୍କଠାରୁ ପରାସ୍ତ ହୋଇଥିବା ଅଷ୍ଟ୍ରେଲିଆର ଆଶଲେ ବାର୍ଟି ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ଅନ୍ୟପକ୍ଷରେ କାରୋଲିନା ପ୍ଲିସ୍‌କୋଭାଙ୍କୁ ପଛରେ ପକାଇ ସିମୋନା ହାଲେପ ଦ୍ୱିତୀୟ ସ୍ଥାନ ଅଧିକାର କରିନେଇଛନ୍ତି।
ଟପ୍‌ ୧୦ ର଼୍ୟାଙ୍କିଙ୍ଗ ତାଲିକା:
୧.ଆଶଲେ ବାର୍ଟି (ଅଷ୍ଟ୍ରେଲିଆ), ୨.ସିମୋନା ହାଲେପ (ରୋମାନିଆ), ୩. କାରୋଲିନା ପ୍ଲିସ୍‌କୋଭା (ଚେକ୍‌ରିପବି୍ଲକ), ୪. ଏଲିନା ସ୍ବିତୋଲିନା (ୟୁକ୍ରେନ୍‌), ୫, ବେଲିଣ୍ଡା ବେନ୍‌ସିକ୍‌ (ସୁଇଜରଲାଣ୍ଡ), ୬. ବାଏଙ୍କା ଆଣ୍ଡ୍ରେସ୍କୁ (କାନାଡା), ୭. ସୋଫିଆ କେନିନ (ଆମେରିକା), ୮. କିକି ବର୍ଟେନ୍ସ (ନେଦରଲାଣ୍ଡ୍ସ), ୯. ସେରେନା ଓ୍ବିଲିୟମ୍ସ (ଆମେରିକା), ୧୦. ନାଓମି ଓସାକା (ଜାପାନ)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri