ଫାଇନାନ୍ସ କର୍ମଚାରୀଙ୍କଠାରୁ ୯୮ ହଜାର ଲୁଟ୍‌

କଣିହାଁ,୫।୬(ଡି.ଏନ.ଏ.)-କଣିହାଁ ବ୍ଲକ ସମଲ ଥାନା ବୁଲାଝର ନିକଟରେ ସୋମବାର ଜଣେ ଫାଇନାନ୍ସ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତମାନେ ୯୮ ହଜାର ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି।
ସମଲ ଥାନା ଏସ୍‌ଆଇ ବିକ୍ରମ ବିହାରୀ ଜୟପୁରିଆ କହିଛନ୍ତି, ପବିତ୍ରନଗର ଅଞ୍ଚଳରେ ଥିବା ଅନେକ ସ୍ବୟଂସହାୟକ ଗୋଷ୍ଠୀକୁ ଅନ୍ନପୂର୍ଣ୍ଣା ଫାଇନାନ୍ସ ତରଫରୁ ଋଣ ପ୍ରଦାନ କରାଯାଇଛି। ସୋମବାର ସଂସ୍ଥାର ଫିଲ୍ଡ ଅଫିସର ଜ୍ୟୋତିରଞ୍ଜନ ରାଉତ ଓ କର୍ମଚାରୀ ପ୍ରଶାନ୍ତ କୁମାର ପୃଷ୍ଟି ଋଣ ଅର୍ଥ ଆଦାୟ ପାଇଁ ଆସିଥିଲେ। ବିଭିନ୍ନ ଗ୍ରୁପ୍‌ଠାରୁ ୯୮ ହଜାର ୭୦ ଟଙ୍କା ଆଦାୟ କରି ଫେରୁଥିବାବେଳେ ବୁଲାଝର ଗ୍ରାମ ନିକଟରେ ୨ଟି ନମ୍ବର ବିହୀନ ବାଇକ୍‌ରେ ୫ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ଆଦାୟ ଅର୍ଥ ସହ କାଗଜପତ୍ର ଲୁଟି ନେଇ ଫେରାର ହୋଇଯାଇଥିଲେ। ଜ୍ୟୋତିରଞ୍ଜନଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ନଂ. ୮୫/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri