ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ଅନୁଷ୍ଠିତ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ କୋର୍ଟ ଖୋଲିବ। ଅବକାଶ ସମୟରେ ମେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର ଅଧିକାଂଶ ଜିଲାରେ ତାପମାତ୍ରା 40 ଡିଗ୍ରୀ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ ଟିମ୍ l ସୂଚନା ଅନୁଯାୟୀ ARCS…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ, ମାସମାସ ଆଗରୁ ଏହା ଘଟିଥିଲା। ମୋବାଇଲ…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ ବାତିଲ କରାଯାଇଛି। ଏହି କାର୍ଯ୍ୟକ୍ରମ ମୂଳତଃ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ ହୋଇଛି । ଘରର ଛାତ ଉପରେ ଟେଣ୍ଟ ମାରି ଶୋଇଥିବା ବେଳେ ଭୁଶୁଡ଼ିପଡିଥିଲା…

ଅବତରଣବେଳେ ରନ୍‌ଓ୍ବେରେ ପିଟିହେଲା ବିମାନ

ଦିଲ୍ଲୀ,୨୧ା୫: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାରଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନ AI ୨୬୫୧ର ପଛ ଭାଗ ହଠାତ୍‌ ରନ୍‌ଓ୍ବେରେ ମାଡ଼ ହୋଇଥିଲା। ମାତ୍ର ପାଇଲଟ ପରିସ୍ଥିତିକୁ ନିୟନ୍ତ୍ରଣ…

ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…

ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ ବାହାରେ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ଗୁରୁବାର  ୪୬ ଡିଗ୍ରୀ ସହ ଝାରସୁଗୁଡା…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା ହୋଇଥିଲା । ୱାଶିଂଟନ୍ ପୁନଃ ସାମରିକ ଆକ୍ରମଣ କରିବା ପରିବର୍ତ୍ତେ ଏକ ଆଲୋଚନାମୂଳକ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ: ପଠାଇଲେ ଯୁଦ୍ଧଜାହଜ

ଓ୍ବାଶିଂଟନ୍‌,୨୧।୫: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବା ଆଡକୁ ଧ୍ୟାନ ଦେଇଛନ୍ତି। ଟ୍ରମ୍ପ କ୍ୟୁବା ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ଏବଂ ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଇଛନ୍ତି। ଏହି ସମୟରେ ବଢ଼ୁଥିବା ଉତ୍ତେଜନା…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ, ତେବେ ପୁଣି ଥରେ ଚିନ୍ତା କରନ୍ତୁ! ଶକ୍ତି ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି ଯେ…

ବିଦେଶ ଗସ୍ତରୁ ଫେରି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୋଦି: ସବୁ କେନ୍ଦ୍ରମନ୍ତ୍ରୀଙ୍କୁ ଦିଲ୍ଲୀରେ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ, ସ୍ବିଡେନ, ନରୱେ ଏବଂ ଇଟାଲୀର ସଫଳ କୂଟନୈତିକ ଗସ୍ତ ପରେ ନୂଆଦିଲ୍ଲୀ ଫେରିଛନ୍ତି।…

ଆମେରିକାକୁ ବଡ଼ ଝଟ୍‌କା: ଇରାନ ସହ ଯୁଦ୍ଧରେ ହରାଇଲା…

ଓ୍ବାଶିଂଟନ୍‌,୨୧।୫:ଇରାନ ବିରୋଧରେ ଫେବୃଆରୀ ୨୮ରେ ଆମେରିକା ଆରମ୍ଭ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନ ଏପିକ୍‌ ଫ୍ୟୁରିରେ ଓ୍ବାଶିଂଟନ ଲଢ଼ୁଆ ଜେଟ୍‌ ଓ ଡ୍ରୋନ୍‌ ସମେତ ୪୨ଟି ବିମାନ ହରାଇଥିବା ଏହାର ଏକ ସରକାରୀ ରିପୋର୍ଟରେ ପ୍ରକାଶ ପାଇଛି। ଆମେରିକା କଂଗ୍ରେସର ରିସର୍ଚ୍ଚ ସର୍ଭିସ…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି ଅଦିନିଆ ରଥଯାତ୍ରା ବନ୍ଦ କରିବାରେ ସଫଳ ହୋଇଛି। ପଞ୍ଜାବ ଫିରୋଜ୍‌ପୁରଠାରେ ଆସନ୍ତା ୨୩ରେ…

ପଶ୍ଚିମବଙ୍ଗରୁ ଅନୁପ୍ରବେଶକାରୀଙ୍କୁ ତଡ଼ିବା ପ୍ରକ୍ରିୟା ଆରମ୍ଭ: ଗିରଫ କରି ସିଧାସଳଖ BSFକୁ ହସ୍ତାନ୍ତର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କୋଲକାତା, ୨୦।୬: ପଶ୍ଚିମବଙ୍ଗରୁ ବେଆଇନ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରାଜ୍ୟର ନବର୍ନିବାଚିତ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟ ସଚିବାଳୟ ‘ନବାନ୍ନ’ଠାରେ ଏକ ପ୍ରେସ କନଫରେନ୍ସ କରି ଏହି ବଡ଼ ଘୋଷଣା କରିଛନ୍ତି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri