ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି ଗ୍ରାମର ଦରବାର ଚତୁରୀ ନିକଟରେ ୬ଷ୍ଠ…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା ଯାତ୍ରାର ପ୍ରସେଶନକୁ ନେଇ ଗାଁର ଉପର…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ କହିଛନ୍ତି, ତେଲଙ୍ଗାନା ହାଇକୋର୍ଟ ପୂର୍ବ କ୍ଷେତ୍ରାଧିକାର…

ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…

ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର ପାରଳାଖେମୁଣ୍ଡି ସହର କରଣସାହି ନିବାସୀ ମୁକେଶ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଅପମାନିତ କଲା ଏହି ମୁସଲିମ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ନାରେ ଲଜ୍ଜା କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ୟୁରୋପୀୟ ଦେଶଗୁଡ଼ିକ ଗ୍ରୀନଲ୍ୟାଣ୍ଡର ତାଙ୍କ ମିଶ୍ରଣକୁ ବିରୋଧ କରିଥିଲେ ଏବଂ ତେହେରାନ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ ପ୍ରତ୍ୟାଖ୍ୟାନ କରିଛନ୍ତି । ୧୯୯୮ରୁ ୨୦୦୨ ଏବଂ ୨୦୧୦ରୁ ୨୦୨୬ ଯାଏ ମୋଟ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯାଇଛି। ବିଭାଗ ପକ୍ଷରୁ ‘ଅଲ୍‌ ଫର୍‌…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସବୁ ଜିଲାପାଳଙ୍କୁ ନିକଟରେ ଚିଠି କରାଯାଇଛି। ଏହି ଖବର…

ଇରାନ- ଆମେରିକା ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସକାଳୁ ସକାଳୁ ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ ହେବାକୁ ଯାଉଛି। ଆମେରିକା ରାଷ୍ଟ୍ରପତି ଏକ ସାକ୍ଷାତକାର ସମୟରେ ଏହି ବିବୃତ୍ତି ଦେଇଛନ୍ତି।…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ। କିଛି ସ୍ଥାନରେ ପାରଦ…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ ନୌସେନା ଏହି ଜଳପଥ ଦେଇ ମଧ୍ୟପ୍ରାଚ୍ୟର ସମସ୍ତ ଇରାନୀୟ ବନ୍ଦରକୁ ବନ୍ଦ କରିଦେଇଥିବାବେଳେ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ ନାହିଁ। ସମସ୍ତ ରିଫାଇନାରୀ ସେମାନଙ୍କର ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ଏହା ବ୍ୟତୀତ,…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି। ଅପରପକ୍ଷେ ଭାଜପା ନେତା ସମ୍ରାଟ ଚୌଧୁରୀଙ୍କୁ ବିହାରର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ମଧ୍ୟରେ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ ପୁରାତନ ପରମ୍ପରା ଗଞ୍ଜାମ ଜିଲାରେ ଐତିହାସିକ ହୋଇ ରହିଛି । ଏହି ପ୍ରାଚୀନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri