Posted inଜାତୀୟ

ସେବା ସର୍ତ୍ତ ପୂରଣ କରୁଥିବା ମହିଳା ଅଧିକାରୀଙ୍କୁ ପେନସନ୍‌ ଦେବା ସପକ୍ଷରେ ଭାରତୀୟ ସେନା

ନୂଆଦିଲ୍ଲୀ,୧୦।୨: ଭାରତୀୟ ସେନାରେ ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ଦେବାଲାଗି ପ୍ରସ୍ତୁତି ଚାଲିଛି। ଏହାକୁ ନେଇ ଭାରତୀୟ ସେନା କହିଛି ଯେଉଁ ମହିଳା କର୍ମଚାରୀମାନେ ସେବା ସର୍ତ୍ତ ପୂରଣ କରିଛନ୍ତି ସେମାନଙ୍କୁ ପେନସନ୍‌ ଦେବା ଉଚିତ। ସେନା ପକ୍ଷରୁ ଆହୁରି ମଧ୍ୟ କୁହାଯାଉଛି ମହିଳା ଅଧିକାରୀମାନଙ୍କୁ ଆବଶ୍ୟକତା ଅନୁଯାୟୀ ଉପଯୁକ୍ତ ଆସାଇନମେଣ୍ଟ ଦିଆଯିବ। ଏ ସମସ୍ତ ନିଷ୍ପତ୍ତି ମହିଳାଙ୍କୁ ସେନା ଦ୍ୱାରା ଦିଆଯାଇଥିବା ବିଭିନ୍ନ କାର୍ଯ୍ୟକୁ ସୂଚାରୁରୂପେ ଚଳାଇବା ସହ ବ୍ୟକ୍ତି ଓ ସଙ୍ଗଠନର ହିତ ଉଦ୍ଦେଶ୍ୟରେ କରାଯାଉଥିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

ପୁରୁଷୋତ୍ତମପୁର ସବ-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: ବନ୍ଧାହେବେ ଦୂର୍ନିତିକାରୀ

ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ...

‘ବିପଦମୁକ୍ତ ଭବିଷ୍ୟତ ଗଠନରେ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ’

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ପରିସରରେ ମଙ୍ଗଳବାର ପରିବେଶ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।...

ଏବିଡିଓଙ୍କ ନାମରେ ସଙ୍ଗୀନ ଅଭିଯୋଗ: ବିବାହ ପ୍ରମାଣପତ୍ର ପାଇଁ…

ଛତ୍ରପୁର/ପୁରୁଷୋତ୍ତମପୁର,୬।୧( ଦିଲ୍ଲୀପ ସାମଲ /ସବିତା ମିଶ୍ର): ପଇସା ଦିଅ ସାର୍ଟିଫିକେଟ ନିଅ। ଏପରି ସଙ୍ଗୀନ ଅଭିଯୋଗ ଆସିଛି ଗଞ୍ଜାମ ଜିଲା ପୁରୁଷୋତ୍ତପୁର ଏବିଡିଓଙ୍କ ନାମରେ। ଏନେଇ...

ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…

ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା...

ୟୁପି ଭୋଟର ତାଲିକାରେ ବଡ଼ ପରିବର୍ତ୍ତନ: କଟିଗଲା ୨.୮୯ କୋଟି ଜଣଙ୍କ ନାମ

ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶରେ କଟିଗଲା ୨.୮୯ କୋଟି ଭୋଟରଙ୍କ ନାମ। ନିର୍ବାଚନ କମିଶନରଙ୍କ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ (SIR) ପ୍ରକ୍ରିୟା ପରେ ଏସବୁ...

୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଚେତାବନୀ, ୩ୟ ବିଶ୍ୱଯୁଦ୍ଧରେ ଛାରଖାର ହୋଇଯିବ ବିଶ୍ୱ!

ବାବା ଭାଙ୍ଗାଙ୍କ ନାମ ଉଲ୍ଲେଖ ବିଶ୍ୱବ୍ୟାପୀ ଚିନ୍ତାକୁ ଆକର୍ଷିତ କରୁଛି। ୨୦୨୬ ବର୍ଷ ପାଇଁ ତାଙ୍କର କଥିତ ଭବିଷ୍ୟବାଣୀ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏହି...

ଜନଜାତିଙ୍କ ସମ୍ମେଳନ -୨୦୨୬ ଉଦ୍‌ଯାପିତ: ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରକଳ୍ପ ପ୍ରଶାସକ କହିଲେ ପୁଣି ଜଙ୍ଗଲକୁ ବୃଦ୍ଧି କରି…

ଦାରିଙ୍ଗବାଡି, ୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri