ଅଜାତିରେ ଖାଇ ଅଜେତ୍‌ ହେଇଥିଲେ: ଖଁଦ୍‌ ଦେବାକେ ମନାକଲେ ଜାତିଭାଇ

 

ଚିପିଲିମା, ୧୧।୨ (ଡି.ଏନ୍‌.ଏ.)-
ବିଗିଅଁାନ ଯୁଗ୍‌ରେ ବି ଅନେକ ଜାତି, ଧରମ୍‌, ସମାଜର ଲୋକ୍‌ ଅଁଧ୍‌ ବିଶୁଆସରେ ବଁାଧି ହେଇ ରହିଛନ୍‌। ଆଏଜ୍‌ ବି ଅନେକ ଲୋକ୍‌ ଫୁକାଝରା, ଗୁନିଗାରେଡ଼ି, ସାମାଜି ବାସଁଦ୍‌ ଲେଖେଁ ଅଁଧ୍‌ ବିଶୁଆସରେ ବିଶାସ୍‌ କରୁଛନ୍‌। ଏନ୍‌ତା ଗୁଟେ ତାଜା ଉଦାହରନ୍‌ ଦେଖ୍‌ବାକେ ମିଲିଛେ ସମ୍ବଲପୁର ଜିଲା ଧନକଉଡ଼ା ବ୍ଲକ ବିଶାଖିଣ୍ଡା ଗଁାରେ।
ସୂଚନା ଅନ୍‌ସାରେ ବିଶାଖିଣ୍ଡା ଗଁାର ଲକ୍ଷ୍ମଣ ଦୟାଲାଲ(୩୫) ଝନେ ଅଁଧ୍‌ ଆଏ। ସେ ବିହାଚୁରା ନାଇଁ ହେଇ। ଏନ୍‌ତାଥି ସେ ବୁଲି ବୁଲି ଭିଖ୍‌ ମାଗି ନିଜର ପେଟ୍‌ ପାଲୁଥିଲେ। ହେଲେ ଦିହିପା ଖରାପ ହେଲାରୁ ସେ ଦିନାକେତେ ହେଲା ସମ୍ବଲପୁର ଜିଲା ମୁଖିଆ ଡାକ୍‌ତରଖାନାରେ ଚିକିଛିତ ହେଉଥିଲେ। ଚିକିଛାଧିନ ଅବସ୍‌ତାରେ ରଇବାର ତାକର ମୁର୍‌ତୁ ହେଇଥିଲା। ଡାକ୍‌ତରଖାନା କତୁରପକ୍ଷ ଘଟନା ବାବ୍‌ଦେ ତାକର ପରିବାର ଲୁକ୍‌କୁ ଖବର ଦେଇଥିଲେ। ହେଲେ ଲକ୍ଷ୍ମଣ ଭିଖ୍‌ ମାଗି ଅଜାତିରେ ଖାନାପିନା କରୁଥିଲେ। ଇଥିରଲାଗି ପରିବାର ଲୋକ୍‌ ତାକର ଶବ ସତ୍‌କାର କରବାର ତ ଦୂରର କଥା ମଲା ମୁହୁଁ ବି ନାଇଁ ଚାହୁଁ ବଲି ରୋକ୍‌ଠୋକ୍‌ ମନା କରିଥିଲେ। ଜାତିଭାଇ ବି ଲକ୍ଷ୍ମଣକଁର ଶବକେ ଖଁଦ୍‌ ଦେବାକେ ମନା କରିଥିଲେ। ଏନ୍‌ତାଥି ଶାସନ ଥାନା ପୁଲିସ ଗଁାକେ ଯାଇ ଜାତିଭାଇକୁ ବୁଝାଶୁଝା କରି ନିରାଶ ହେଇଥିଲେ। ଶେଷେ ଘଟନା ବାବ୍‌ଦେ ଥାନୀଅ ସରପଁଚ୍‌ ତଥା ଆଇନଜୀବୀ ସୁଶୀଲ କୁମାର ବାବୁ ଖବର ପାଇ ପୁଲସର ସାହାଯ୍‌ରେ ସମ୍ବଲପୁର ରାଜଘାଟରେ ଲକ୍ଷ୍ମଣକଁର ଶବ ସତ୍‌କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୩॥୧୨: ଭୁବନେଶ୍ୱର କିସ୍‌ରେ ୯ମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର କେନ୍ଦୁଝର ଟାଉନ ଥାନା ଟିକରଗୁମୁରା ଗାଁର।ଛାତ୍ରଙ୍କ ଶରୀରରେ କ୍ଷତ ଚିହ୍ନ...

ମହାନଦୀ ପ୍ରସଙ୍ଗରେ ପ୍ରସନ୍ନ ଆଚାର୍ଯ୍ୟଙ୍କ 5 ପ୍ରଶ୍ନ, କହିଲେ ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି

ଭୁବନେଶ୍ବର,୧୩।୧୨: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଆଜି ପ୍ରଶ୍ନ ଉଠାଇଛନ୍ତି । ମହାନଦୀ ସଂକଟର ସମାଧାନ କେବେ ହେବ ବୋଲି ସେ ପ୍ରଶ୍ନ...

ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ, ଗୋଡ଼ିବାରୀଠାରେ ଦେଖିବେ ଦର୍ଶକ

ଭୁବନେଶ୍ବର,୧୩।୧୨: ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ...

ବିଜେବି କଲେଜ ପିଅନଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର,୧୩ା୧୨(ସତ୍ୟଜିତ୍‌ ରାଉତ): ବିଜେବି କଲେଜର ଜଣେ ପିଅନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ୟୁନିଟ୍‌-୯ କ୍ୱାର୍ଟର୍ସ ନଂ.୧ଆର୍‌/୨ରେ ରହୁଥିବା ନନ୍ଦନକାନନ ଥାନା ଅନ୍ତର୍ଗତ...

ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୨।୧୨: ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ। ସବୁଠାରୁ ବଡ଼ କଥା ହେଉଛି ଅଟୋମେସନ ପ୍ରୋସେସରେ ପ୍ରତି ୫ ବର୍ଷରେ ବିଧାୟକଙ୍କ ଦରମା...

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର...

କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ  ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍‌ ତାର   

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri