ଗୋଆ ଫାର୍ମକୁ ମିଳିଲା ନାଡିଡିିହି ଖଣି

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଗୋଆସ୍ଥିତ ସୋସିଇଦାଦେ ଡି ଫୋମେଣ୍ଟୋ ଇଣ୍ଟଷ୍ଟ୍ରିଆଲ ପ୍ରାଇଭେଟ ଲିମିଟେଡ ନାଡିଡିିହି ଲୁହାପଥର ଏବଂ ମାଙ୍ଗାନିଜ ଖଣି ନିଲାମ ନେବାରେ ସଫଳ ହୋଇଛି। ରବିବାର ବିଳମ୍ବିତ ରାତିରେ ହୋଇଥିବା ନିଲାମ ପ୍ରକ୍ରିୟାରେ ଉକ୍ତ କମ୍ପାନୀ ସମେତ ୧୦ ଜଣ ଅଂଶଗ୍ରହଣ କରିଥିଲେ। ତେବେ ଏହି କମ୍ପାନୀ ଖଣିଜ ପଦାର୍ଥ ବିକ୍ରି ମୂଲ୍ୟର ସର୍ବାଧିକ ୧୪୧.୨୫ ପ୍ରତିଶତ ଦେବାକୁ ଚୁକ୍ତି କରି ନିଜ ସକ୍ଷପରେ ଖଣି ହାତେଇଛି। ଏହି ନିଲାମରେ ଘନଶ୍ୟାମ ମିଶ୍ର ଆଣ୍ଡ ସନ୍ସ, ଜିଭି ମାଇନ୍ସ ଆଣ୍ଡ ମିନେରାଲ୍ସ ଆଣ୍ଡ ମେଟାଲ୍ସ, ଏପିଆଇ ଇସ୍ପାତ ଆଣ୍ଡ ପାଓ୍ବାରଟେକ୍‌, ମହେନ୍ଦ୍ର ସ୍ପଞ୍ଜ ଆଣ୍ଡ ପାଓ୍ବାର, ଶ୍ୟାମ ଷ୍ଟିଲ ଆଣ୍ଡ ପାଓ୍ବାର, ସୁପର ସ୍ମେଲଟର, ଠାକୁର ପ୍ରସାଦ ସାଓ ଆଣ୍ଡ ସନ୍ସ, ନିଓ ମେଟାଲିକ୍ସ, ଗୋପାଳ ସ୍ପଞ୍ଜ ଆଣ୍ଡ ପାଓ୍ବାର ପ୍ରମୁଖ ଅଂଶଗ୍ରହଣ କରିଥିଲେ। ସୁନ୍ଦରଗଡ଼ ଜିଲାରେ ଅବସ୍ଥିତ ଏହି ଖଣିରେ ୪୮ ନିୟୁତ ଟନ ଗଚ୍ଛିତ ଥ୍‌ତ୍ବା ଆକଳନ କରାଯାଇଛି। ଏହା ହେଉଛି ରାଜ୍ୟର ସବୁଠାରୁ ପୁରୁଣା ଖଣି। ୧୯୬୧ ମସିହାରୁ ଏହି ଖଣି କାର୍ଯ୍ୟକ୍ଷମ ରହିଛି। ଏହାକୁ ଛାଡି ଆହୁରି ୧୧ଟି ଖଣି ନିଲାମ ଅପେକ୍ଷାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri