୭୫ କେଜି ଗଞ୍ଜେଇ ଜବତ, ୩ ଆନ୍ତଃ ରାଜ୍ୟ ବ୍ୟବସାୟୀ ଗିରଫ

ନୟାଗଡ଼ ଅଫିସ,୧୧।୪: ନୟାଗଡ଼ ଟାଉନ ଥାନା ପୋଲିସ ମଙ୍ଗଳବାର ଭୋର ସମୟରେ ଖୋର୍ଦ୍ଧା ରାସ୍ତାର ସତ୍‌ସଙ୍ଗ ବିହାରଠାରୁ ଏକ କାର ସହ ୭୫ କେଜି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ପଶ୍ଚିମବଙ୍ଗ ନଦିଆ ଜିଲା ହରିଆର୍ଟ ଥାନା ନଗଡ଼ ଖୁଆରା ଗାଁର ଅଲେଖ ମଣ୍ଡଳ (୨୯), ମହାଦେବପୁର ଗାଁର ସୁମନ୍ତ ଦେବନାଥ (୨୬), ହାପାଣିଆ ଗାଁର ସଞ୍ଜୟ ସରକାର (୩୦) ପ୍ରମୁଖ ୩ ଆନ୍ତଃ ରାଜ୍ୟ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇ ଫୁଲବାଣୀରୁ କୋଲକାତା ଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା...

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯାଜପୁରରୋଡ଼,୬।୫(ପବିତ୍ର ରଞ୍ଜନ ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ଯାଜପୁରରୋଡ଼ ସହରର ଅଭିବୃଦ୍ଧି ଦିନକୁ ଦିନ ଘଟୁଛି। ଏଥିଯୋଗୁ ସହରର ଟ୍ରାଫିକ ବ୍ୟବସ୍ଥା ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି।...

ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା

ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର...

ଧାନ କୁଇଣ୍ଟାଲ ୩୫୦୦, କୃଷକଙ୍କୁ ୫୦୦୦ ଟଙ୍କା ଭତ୍ତା ଦିଅ, ନବ ନିର୍ମାଣ କୃଷକ ସଙ୍ଗଠନର ଦାବି

ତିର୍ତ୍ତୋଲ, ୬।୫ (ଗୌରାଙ୍ଗ ଚରଣ ସ୍ବାଇଁ): ତିର୍ତ୍ତୋଲ ସରଣୀ ଛକ ନିକଟ ଆନନ୍ଦ ମଣ୍ଡପ ପରିସରରେ ରବିବାର ନବ ନିର୍ମାଣ କୃଷକ ସଙ୍ଗଠନର ଏକ ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri