ମୁମ୍ବାଇ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ସାରା ଦେଶର ନଜର ଥିବା ବେଳେ ପୁଣିଥରେ ବିଜୟ ଦ୍ୱାରରେ ଠିଆ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ। କିଛି ଆସନର ଫଳାଫଳ ଆସିଥିବା ବେଳେ ଏଏପି ଏଥର ବହୁମତରେ ବିଜୟ ଲାଭ କରିବ ବୋଲି ସ୍ପଷ୍ଟ ବାରି ହୋଇପଡୁଛି। ଏହାକୁ ଦେଖି ଏବେ କେଜରିଓ୍ବାଲଙ୍କ ନିକଟକୁ ଛୁଟିଛି ଶୁଭେଚ୍ଛାର ସୁଅ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଏଏପିର ସଫଳତାକୁ ନେଇ କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଦ୍ଧବ ଏହାସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କିହିଛନ୍ତି, ଦେଶ ଚାଲିବ ‘ଜନ୍ କି ବାତ୍’ରେ ନୁହେଁ ‘ମନ୍ କି ବାତ୍’ରେ। ଅର୍ଥାତ୍ ମୋଦିଙ୍କ ‘ମନ୍ କି ବାତ୍’କୁ ସେ ସିଧାସଳଖ ଟାର୍ଗେଟ କରି ଏହା କହିଛନ୍ତି। ଭାଜପା କେଜରିଓ୍ବାଲଙ୍କୁ ଜଣେ ଆତଙ୍କବାଦୀ ବୋଲି କହିଲା ସତ ହେଲେ ତାଙ୍କୁ ହରାଇ ପାରିଲେନି ବୋଲି ଉଦ୍ଧବ ମତ ରଖିଛନ୍ତି।
ଦେଶ ଚାଲିବ‘ଜନ୍ କି ବାତ୍’ରେ ନୁହେଁ ‘ମନ୍ କି ବାତ୍’ରେ : ଉଦ୍ଧବ
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି
କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...
ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ
ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
Archives


