ବାରିପଦା ଅଫିସ,୧୩ା୨ – ରାଜ୍ୟସରକାରଙ୍କ ଯୋଜନା ଅନୁଯାୟୀ ମୟୂରଭଞ୍ଜ ଜିଲା ଶାମାଖୂଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ପଞ୍ଚାୟତର ଭୂମିହୀନ କାଳିନ୍ଦୀ ସମ୍ପ୍ରଦାୟର ଲୋକମାନଙ୍କୁ ବସୁନ୍ଧରା ଯୋଜନାରେ ପ୍ରଶାସନ ପକ୍ଷରୁ ୨୦୦୬ରେ ୪ ଡେସିମିଲ ଜମି ଯୋଗାଇ ଦିଆଯାଇଥିଲା ା ମାତ୍ର ଏହି ଜମି ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ କରିଛନ୍ତିି ଗ୍ରାମବାସୀ ା ହିତାଧିକାରୀମାନଙ୍କ ଅଭିଯୋଗ ଅନୁଯାୟୀ କେଉଁଠି ଗୋଟିଏ ପରିବାରର ୨ଜଣଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇଅଛି ତ ଆଉ କେଉଁଠି ଯେଉଁମାନଙ୍କର ନିଜସ୍ବ ଜମି ରହିଛି ସେମାନଙ୍କୁ ମଧ୍ୟ ଜମିପଟ୍ଟା ପ୍ରଦାନ କରାଯାଇଛି ା ଏହି ଭଳି ପକ୍ଷପାତିତାକୁ ବିରୋଧ କରି ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ଗ୍ରାମବାସୀ ଶାମାଖୁଣ୍ଟା ତହସିଲ କାର୍ଯ୍ୟାଳୟକୁ ଘେରାଉ କରିଥିଲେ ା
ଘରେଥିଲେ ବୃଦ୍ଧ ହଠାତ୍ ଲାଗିଗଲା ନିଆଁ: ଶେଷରେ…
ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...
ବସ୍ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…
ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍...
ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍ବେଗ ପ୍ରକାଶ କଲେ ପରିବେଶବିତ୍
ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...
ଧାନ ଚୋରି ରୋକିବାକୁ ସୀମା ସିଲ୍, ଏସ୍ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…
ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍ ପୋଷ୍ଟ ଲଗାଇବାକୁ ଏସ୍ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...
ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍ ତଳକୁ ଖସିଲା ବୋଲେରୋ
ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ହାତୀକୁ ଖାଦ୍ୟରେ ବିସ୍ଫୋରକ
ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...
ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ….
ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...
Archives


