ରୋନାଲଡୋଙ୍କ ପେପର ଷ୍ଟାଚ୍ୟୁ, ଚାରି ମହଲା କୋଠା ସହ ସମାନ

କ୍ରିଷ୍ଟିୟାନୋ ରୋନାଲଡୋ ଫୁଟବଲ୍‌ ଜଗତର ଏକ ଏମିତି ନାଁ, ଯାହାଙ୍କ ପ୍ରଶଂସକ ସାରା ବିଶ୍ୱରେ ରହିଛନ୍ତି। ନିକଟରେ ଇଟାଲୀରେ ଆୟୋଜିତ ଏକ କାର୍ନିଭାଲ ଅବସରରେ ରୋନାଲଡୋଙ୍କ ଏକ ପେପର ଷ୍ଟାଚ୍ୟୁ ନିର୍ମାଣ କରାଯାଇଛି। ଏହି ଷ୍ଟାଚ୍ୟୁ ୪ ମହଲା ବିଶିଷ୍ଟ କୋଠା ସହ ସମାନ ବୋଲି କୁହାଯାଉଛି। ବିଶ୍ୱର ଲୋକପ୍ରିୟ ଓ ପ୍ରସିଦ୍ଧ ବ୍ୟକ୍ତିଙ୍କ ପାଇଁ ଏହି କାର୍ନିଭାଲ ଆୟୋଜନ କରାଯାଏ। ରୋନାଲଡୋଙ୍କ ଏହି ସ୍ବତନ୍ତ୍ର ଷ୍ଟାଚ୍ୟୁକୁ ରୋବୋଟ ଭଳି ଲୁକ୍‌ ଦେଇ ତାହା ଉପରେ ସିଲଭର୍‌ କଲର୍‌ ଦିଆଯାଇଛି। ଏହି ଷ୍ଟାଚ୍ୟୁକୁ ଧରି ହଜାର ହଜାର ଲୋକ ଏକ ପରେଡରେ ବାହାରିଥିଲେ। ନିକଟରେ ପର୍ତ୍ତୁଗାଲର ଜଣେ ଚକୋଲେଟ ନିର୍ମାତା ଜର୍ଜ କାରାଡୋସୋ ଚକୋଲେଟରେ ରୋନାଲଡୋଙ୍କ ଷ୍ଟାଚ୍ୟୁ ନିର୍ମାଣ କରିଥିଲେ। ଏହି ଷ୍ଟାଚ୍ୟୁ ନିର୍ମାଣ ପାଇଁ ୧୨୦ କିଲୋ ଚକୋଲେଟ ବ୍ୟବହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri