ବାଙ୍କୀରେ ଡବଲ ମର୍ଡର: ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା

ବାଙ୍କୀ, ୧୫ା୨ (ସ୍ବ.ପ୍ର.): କଟକ ଜିଲା ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା ନୂଆଗାଁ ପଞ୍ଚାୟତ ସରପଞ୍ଚ ମମତା ମହାପାତ୍ରଙ୍କ ସ୍ବାମୀ ଭଗବାନ ସ୍ବାଇଁ ଓ ଖବରଦାତା ଆଦିତ୍ୟ ରଣସିଂହ। ଘଟଣାସ୍ଥଳରେ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ ଭଗବାନ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ବାଙ୍କୀ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଭଗବାନଙ୍କ ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ, ଭଗବାନ ଓ ଆଦିତ୍ୟ ଏକ ବାଇକ୍‌ରେ ବାଙ୍କୀ ଯାଉଥିଲେ। ଏହି ସମୟରେ ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ପୂର୍ବରୁ ଲୁଚି ରହିଥିବା ଦୁର୍ବୃତ୍ତମାନେ ସେମାନଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri