ଏନ୍‌ଆର୍‌ଟିଏସ୍‌ ପରୀକ୍ଷାରେ ପ୍ରଥମ ୧୦ ମଧ୍ୟରେ ୪ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୬ା୨

୨୦୧୯ ଶିକ୍ଷାବର୍ଷର ରଙ୍ଗେଇଲୁଣ୍ଡା ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ୮ମ ଶ୍ରେଣୀ ଜାତୀୟ ଗ୍ରାମାଞ୍ଚଳ ମେଧା ଅନ୍ବେଷଣ (ଏନ୍‌ଆରଟିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ପ୍ରକାଶିତ ଏନ୍‌ଆରଟିଏସ୍‌ ପରୀକ୍ଷାରେ ନୀଳକଣ୍ଠ ନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରିଛନ୍ତି। ଏହି ପରୀକ୍ଷାରେ ପ୍ରଥମ ୧୦ଜଣଙ୍କ ମଧ୍ୟରୁ ବିଦ୍ୟାମନ୍ଦିରର ଛାତ୍ର ସୌମ୍ୟ ଜଗନ୍ନାଥ ପାଢୀ ପ୍ରଥମ ସ୍ଥାନ ହାସଲ କରିଛନ୍ତି । ସେହିପରି ମାନ୍ୟତା ଚୌଧୁରୀ ଦ୍ୱିତୀୟ, ତନୁଶ୍ରୀ ଭୂୟଁ। ୫ମ ଓ ଦିଶା ସେଠୀ ୭ମ ସ୍ଥାନ ହାସଲ କରି ବୃତ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ତେବେ ଛାତ୍ରୀଛାତ୍ରଙ୍କ ଏହି ରାଜ୍ୟସ୍ତରୀୟ ସଫଳତା ପାଇଁ ଅନୁଷ୍ଠାନ ପରିଚାଳନା ସମିତି ସଭାପତି ଡ. ଶ୍ରୀକାନ୍ତ ମହାପାତ୍ର, ଉପସଭାପତି ଡ. ହରିକୃଷ୍ଣ ନାୟକ, ସମ୍ପାଦକ ନାରାୟଣ ପଣ୍ଡା, ଯୁଗ୍ମ ସମ୍ପାଦିକା ଇଂ. ମମତା ପାଣିଗ୍ରାହୀ, କୋଷାଧ୍ୟକ୍ଷ ରବୀନ୍ଦ୍ର ନାଥ ଜେନା, ବିଦ୍ୟାମନ୍ଦିର ପ୍ରଧାନାଚାର୍ଯ୍ୟ ଏସ୍‌. ମୋହନ ରାଓ, ଶିଶୁ ମନ୍ଦିର ପ୍ରଧାନାଚାର୍ଯ୍ୟ ଉମାଧବ ମହାନ୍ତି, ସଦସ୍ୟ ନୀଳକଣ୍ଠ ସାହୁ, ସଦସ୍ୟା ବାସନ୍ତୀ ବେହେରା, ଉପଦେଷ୍ଟା ଧର୍ମରାଜ ସାହୁ, ସୁଦର୍ଶନ ପାଢ଼ୀ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ନରସିଂହ ଚୌଧୁରୀ, ହରିକୃଷ୍ଣ ପାଢ଼ୀଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ, ଅଭିଭାବକ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri