Posted inଖେଳ

ଉଦ୍‌ଘାଟନୀ ଦିବସରେ ମୁମ୍ବାଇ-ଚେନ୍ନାଇ ମ୍ୟାଚ୍‌

ନୂଆଦିଲ୍ଲୀ,୧୬।୨(ପି.ଟି.)- ଗତ ସଂସ୍କରଣର ଫାଇନାଲ ଭଳି ଆସନ୍ତା ମାର୍ଚ୍ଚ ୨୯ ତାରିଖରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ରନର୍ସଅପ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ଆଇପିଏଲ-୧୩ର ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଭରତ ଓ ଦକ୍ଷିଣ ଆଫ୍ରିକା ସିରିଜ୍‌ ଆସନ୍ତା ମାସ ୧୮ ତାରିଖରେ ଶେଷ ହେବ। ଏହାର ୧୧ ଦିନ ପରେ ଆଇପିଏଲ ଆରମ୍ଭ ହେବ। ଇଣ୍ଡିଆନ ପ୍ରିମିୟର ଲିଗ୍‌ର ନକଆଉଟ୍‌ ପର୍ଯ୍ୟାୟର କାର୍ଯ୍ୟସୂଚୀ ପରେ ପ୍ରକାଶ ପାଇବ। କିନ୍ତୁ ମେ ୨୪ ତାରିଖରେ ଫାଇନାଲ ଖେଳାଯିବ ଧାର୍ଯ୍ୟ ହୋଇସାରିଛି। ପୂର୍ବ ସଂସ୍କରଣଗୁଡ଼ିକ ଭଳି ଶନିବାର ଡବଲ ହେଡର (ଦୁଇଟି ମ୍ୟାଚ୍‌) ଖେଳାଯିବ ନାହିଁ। ଫଳରେ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ଗୁଡ଼ିକ ପାଇଁ ଅଧିକ ଗୋଟେ ସପ୍ତାହ ଲାଗିବ। ପୂରା ସିଜନରେ ମାତ୍ର ୬ଟି ଡବଲ ହେଡର ପ୍ରତ୍ୟେକ ରବିବାର ଖେଳାଯିବ। ମେ ୧୭ ତାରିଖରେ ହେବାକୁ ଥିବା ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ମୁମ୍ବାଇ ଇଣ୍ଡିଆନ୍ସ ପରସ୍ପରକୁ ଭେଟିବେ। ରାଜସ୍ଥାନ ରୟାଲ୍ସ ବ୍ୟତୀତ ଅନ୍ୟ ୭ ଫ୍ରାଞ୍ଚାଇଜ ସେମାନଙ୍କ ମୂଳ ଘରୋଇ ଭେନ୍ୟୁ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri