ସନୋଜ ଫିଲିଙ୍ଗ ଷ୍ଟେସନ ଉଦଘାଟିତ

ଦାରିଙ୍ଗବାଡି,୧୯।୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡିର ୫୯ ନଂ ଜାତୀୟ ରାଜପଥ କଡରେ ବୁଧବାର ଏକ ନୂତନ ପେଟ୍ରୋଲ ପମ୍ପ ଉଦଘାଟନ ହୋଇଯାଇଛି। ଏହାକୁ ସନୋଜ ଫିଲିଙ୍ଗ ଷ୍ଟେସନର ମାଲିକ ସନୋଜ କୁମାର ସାହୁଙ୍କ ବଡଭାଇ ତଥା ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁ ବିଧିବଦ୍ଧ ଭାବେ ଉଦଘାଟନ କରିଥିଲେ। ସନୋଜଙ୍କ ପୁଅ ସ୍ବାଧୀନ କୁମାର ସାହୁ ଏହାକୁ ପରିଚାଳନା କରିଥିଲେ। ପେଟ୍ରୋଲ ପମ୍ପର ମାଲିକ ସନୋଜ କହିଛନ୍ତି ଯେ, ଦାରିଙ୍ଗବାଡି ବ୍ଳକର ୨୫ ପଞ୍ଚାୟତର ପ୍ରାୟ ଲକ୍ଷାଧିକ ଜନସାଧାରଣ ରହିଛନ୍ତି। ସେମାନଙ୍କ ସୁବିଧା ସହ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ଦାରିଙ୍ଗବାଡିକୁ ଆସୁଥିବା ଲୋକଙ୍କୁ ଲକ୍ଷ୍ୟରେ ରଖାଯାଇ ଏହି ପମ୍ପ ଖୋଲାଯାଇଛି। ଏସର୍‌ କମ୍ପାନୀରୁ ସେ ଫ୍ରାଞ୍ଚାଇଜ ନେଇ ଏହା ସ୍ଥାପନ କରିଛନ୍ତି। ପେଟ୍ରୋଲ ପମ୍ପରେ ହିତାଧିକାରୀଙ୍କ ପାଇଁ ଶୁଦ୍ଧ ପିଇବା ପାଣି ସମେତ ଶୌଚାଳୟ, ବିଶ୍ରାମ ବ୍ୟବସ୍ଥା ଗାଡିମୋଟରରେ ମାଗଣା ଚକାରେ ପମ୍ପ ଦେବା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri