ବିଜେପୁର, ୨୧।୨(ଡି.ଏନ୍.ଏ.)- ମୁନୁଷ୍ ହିଁ ମୁନୁଷ୍ର ଦୁଖ୍, ଦରଦ୍ ବୁଝ୍ସି। ତାହାକେ ନିଜର କରିନେସି। ଇତାକେ କୁହାଯାଏସି ମାନବିକତା। ଏନ୍ତା ଗୁଟେ ଉଦାହରନ୍ ଦେଖ୍ବାକେ ମିଲିଛେ ବରଗଡ଼ ଜିଲା ବିଜେପୁର ବ୍ଲକ ଅଧୀନ ବିଲେଇପାଲିରେ ଥିବାର ପାର୍ବତୀ ଗିରି ବୃଦ୍ଧାଶ୍ରମରେ।
ସୂଚନା ଅନ୍ସାରେ ଇ ବ୍ଲକର ବଡ଼ ବାଉଁଶେନ ପଁଚେତ୍ ଅଧୀନ ଦେହେରୀପାଲି ଗଁାର କକିଆ ଭୁଏ(୭୫) ଆପ୍ନେ ନିତିଆ ଭୁଏକଁର ସଂଗେ ବଡ଼ା ଦୁଖେ ଦିନ୍ ବିତଉଥିଲେ। ହେଲେ ନିତିଆ ଆରପାରକେ ଚାଲିଗଲା ଉତାରୁ କକିଆକୁଁ ତାକର ଲାଗେଲେସରମାନେ ପର କରିଦେଲେ। ଏନ୍ତାଥି ସେ ବଡ଼ା ଗୁଲ୍ଗୁଲା ହେଇ ଗଁା ଗଁା ବୁଲି ଭିଖ୍ ମାଗି ନିଜର ପେଟ୍ ପାଲୁଥିଲେ। ଇ ଦୁରୁଶ୍ ଦେଖି କେତେ ସାମାଜିକ କରମୀ ତାହାକୁ ୩ ବଛର ତଲେ ପାର୍ବତୀ ଗିରି ବୃଦ୍ଧାଶ୍ରମରେ ଥଇଥାନ କରିଥିଲେ। ଗଲା ମାସେ ହେଲା ସେ ଦିହିପା ଖରାପ୍ରୁ ପଡ଼ି ରହିଥିଲେ। ଏନ୍ତାଥି ଗୁରୁବାର ବେଲାକେ ତାକର ମୁର୍ତୁ ହେଇଯାଇଥିଲା। ଇ ଖବର ପାଏଲାରୁ କେତେ ସାମାଜିକ କରମୀ ଆର ବୃଦ୍ଧାଶ୍ରମର ସଦସିଅମାନେ ପୁହୁଁଚିଥିଲେ। ଜିଲା ସାହୁ, ଲାଲ ସାହେବ ବାରିକ, ବିଜେପୁର କଲେଜର ଅଧ୍ୟକ୍ଷ ଡିଲେଶ୍ୱର ପ୍ରଧାନ, ଜଳନ୍ଧର ପଟେଲ ପରମୁଖ୍ ବୁରୁଧ୍କଁର ଶବକେ ଖଁଦ୍ ଦେଇଥିଲେ। ଆଶ୍ରମ ପାସେ ଥିବାର ଗୁଟେ ଖେତ୍ରେ ତାକର ଶବ୍ ସତ୍କାର କରାଯାଇଥିଲା। ଶବ ସତ୍କାର ସମିଆରେ ସୁବାସ ପ୍ରଧାନ, ଜୟପ୍ରକାଶ ଗିରି, ସାରଙ୍ଗ ଗିରି, ସବାର କୁମୁରିଆ, ସପନ କୁମାର ଭୋଇ, ବିକାଶ ସେଠ, ସଫେତ ବାରିକ, ମୁକେତଶ୍ୱର ପ୍ରଧାନ ପରମୁଖ ରହିଥିଲେ।
Posted inଆମ ଜିଲା ଖବର, ବରଗଡ଼ View All
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା…
ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...
ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍ ଜରିଆରେ ଜାଣିହେବ ଗତିବିଧି
ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...
Archives


