Posted inଜାତୀୟ

ଟ୍ରମ୍ପ-ମୋଦିଙ୍କ ରୋଡ ଶୋ’ରେ ହାଇଟେକ୍‌ ସିକ୍ୟୁରିଟି: ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ମିଳିଲାନି ଅନୁମତି!

ଅହମଦାବାଦ,୨୧।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁଜରାଟ ଅହମଦାବଦରେ ଅନୁଷ୍ଠିତ ରୋଡ ଶୋ’କୁ ନେଇ ଆସୁଛି ନୂଆ ନୂଆ ଖବର। ଏହି ବହୁ ପ୍ରତିକ୍ଷିତ ରୋଡ ଶୋ’ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏହାର ସିକ୍ୟୁରିଟି ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହେଉଛି। ଟ୍ରମ୍ପଙ୍କ ରୋଡ ଶୋ’ ସମୟରେ ହାଇଟେକ୍‌ ସିକ୍ୟୁରିଟି ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସୂଚନା ମିଳିଛି। ଆମେରିକା ସିକ୍ରେଟ ଏଜେନ୍ସି ଏହାର ସମିକ୍ଷା କରୁଥିବା ସୂଚନା ମିଳିଛି। ତେବେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ଏହି ରୋଡ ଶୋ’ରେ ସାମିଲ ହେବାକୁ ଚାହୁଁଥିବା ବେଳେ ତାଙ୍କ ଗାଡିକୁ ଆମେରିକା ସିକ୍ରେଟ ଏଜେନ୍ସି କୁଆଡେ ରୋଡ ଶୋ’ରେ ଯିବାକୁ ଅନୁମତି ଦେଇ ନାହିଁ ବୋଲି ଶୁଣିବାକୁ ମିଳିିଛି। କୁହାଯାଉଛି ଟ୍ରମ୍ପ ଓ ମୋଦିଙ୍କ ରୋଡ ଶୋ’ ସମୟରେ ଆମେରିକା ସିକ୍ରେଟ ଏଜେନ୍ସି ସମସ୍ତ ଭାର ବହନ କରିବ। ତେଣୁ ଟ୍ରମ୍ପଙ୍କ ରୋଡ ଶୋ’ରେ ସାମିଲ ହେବାକୁ କେଉଁ କାରକୁ ଅନୁମତି ମିଳିବ କାହାକୁ ମିଳିବ ନାହିଁ ତାହା ଆମେରିକା ସିକ୍ରେଟ ଏଜେନ୍ସି ସ୍ଥିର କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଲଫ୍ରେଣ୍ଡ ସହିତ ଫେରାର ହୋଇଗଲା ପୁଅ, ମା’ଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼ ମାରିଲେ ଝିଅ ଘରଲୋକେ

ନୂଆଦିଲ୍ଲୀ,୩।୫: ପୁଅର କାରନାମା ପାଇଁ ମା’ ସହିଲେ ଅପବାଦ, ରାସ୍ତାରେ ବାନ୍ଧି ବାଡେଇଲେ ଲୋକେ। ଏଭଳି ଏକ ଅସାମାଜିକ ଘଟଣା ଦେଖିବାକୁ ମିଳିଛି କର୍ଣ୍ଣାଟକର ହାଭେରୀ...

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ, ଗିରଫ ହୋଇଥିବା ଯୁବକ ଯୋଗୀ ୟୁଥ ବ୍ରିଗେଡର ମେମ୍ବର

ଆଗ୍ରା,୩।୫: ଫତେହାବାଦର ସତୀ ମନ୍ଦିରରେ ଶୋଶିତ ସମାଜ ପାର୍ଟି ପ୍ରାର୍ଥୀ ହୋତମ ସିଂଙ୍କ ସମର୍ଥନ ସଭାରେ ପହଞ୍ଚିଥିବା ରାଷ୍ଟ୍ରୀୟ ଅଧ୍ୟକ୍ଷ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ...

କେବେ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦି, ଏହା ପୂର୍ବରୁ ହେବ ରୋଡ ଶୋ’

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର ବାରାଣାସୀ ଲୋକ ସଭା ଆସନରୁ ଏମପି। ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏଥର ବାରାଣାସୀରୁ ପ୍ରାର୍ଥୀ କରିଛନ୍ତି।...

ଓ୍ବାୟନାଡ, ରାଏବରେଲି ଦୁଇଟି ଆସନରେ ଜିତିଲେବି ଫସିଯିବେ ରାହୁଲ! ଏନି ରାଜା କହିଲେ ଏହା ଅନ୍ୟାୟ ହେବ

ନୂଆଦିଲ୍ଲୀ,୩।୫: ଅନେକ ଦିନ ଅପେକ୍ଷା କରିବା ପରେ କଂଗ୍ରେସ ରାହୁଲ ଗାନ୍ଧୀଙ୍କୁ ରାଏବରେଲିରୁ ପ୍ରାର୍ଥୀ କରିଛି। ଗାନ୍ଧୀ ପରିବାରର ପାରମ୍ପାରିକ ଆସନ ହୋଇଥିବାରୁ ରାହୁଲଙ୍କୁ ଏହି...

ପ୍ରଧାନମନ୍ତ୍ରୀ ମୋଦି ବି ତ ପଳାୟନ କରିଛନ୍ତି: ଜବାବ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୩।୫:ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଏବରେଲିରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି, ଯାହାକି ୨୦୨୪ ଲୋକ ସଭା ନିର୍ବାଚନର ସବୁଠାରୁ ହଟ...

‘ନିର୍ବାଚନକୁ ଦୃଷ୍ଟିରେ ରଖି ଜାମିନ ବିଚାର କରାଯାଇପାରେ’, କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୩।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ ଇଡିଙ୍କୁ କହିଛନ୍ତି ଯେ ନିର୍ବାଚନ କାରଣରୁ ଅରବିନ୍ଦ କେଜ୍ରିୱାଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ...

ପୁଅ କରଣଙ୍କ ନାମାଙ୍କନ ସମୟରେ ନଜର ଆସିଲେ ନାହିଁ ବ୍ରିଜ ଭୁଷଣ

ନୂଆଦିଲ୍ଲୀ,୩।୫: ନିକଟରେ ଭାଜପା କରଣ ଭୂଷଣ ସିଂଙ୍କୁ କେସିଆରଗଞ୍ଜ ଆସନରୁ ପ୍ରାର୍ଥୀ କରିଥିଲା। ଏବେ କରଣ ଭୂଷଣ ସିଂ ଶୁକ୍ରବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri