Posted inଜାତୀୟ

ଟ୍ରମ୍ପ୍‌ଙ୍କୁ ଭେଟିବେନି ବିରୋଧୀ ପ୍ରତିନିଧି

ନୂଆଦିଲ୍ଲୀ,୨୨।୨(ପି.ଟି.): କୌଣସି ବିରୋଧୀ ଦଳ ନେତା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଆନୁଷ୍ଠାନିକ ଭାବେ ଭେଟିବା କାର୍ଯ୍ୟକ୍ରମ ନାହିଁ। ଭାରତ ଗସ୍ତରେ ଆସୁଥିତ୍ବା କୌଣସି ରାଷ୍ଟ୍ରମୁଖ୍ୟଙ୍କୁ ବିରୋଧୀ ପ୍ରତିନିଧି ନ ଭେଟିବା ଏହା ପ୍ରଥମ ଘଟଣା। ଭାରତରେ ଟ୍ରମ୍ପ୍‌ ୩୬ ଘଣ୍ଟା ରହିବେ ଏବଂ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ଟ୍ରମ୍ପ୍‌ଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଆୟୋଜିତ ଭୋଜିରେ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ ଯୋଗଦେଇପାରନ୍ତି। ତେବେ ଟ୍ରମ୍ପଙ୍କ ସହ ତାଙ୍କର କିମ୍ବା ଅନ୍ୟ କୌଣସି ନେତାଙ୍କର ଆନୁଷ୍ଠାନିକ ସାକ୍ଷାତ କାର୍ଯ୍ୟକ୍ରମ ନାହିଁ। ସରକାରଙ୍କ ପକ୍ଷରୁ ସେପରି କୌଣସି ପ୍ରସ୍ତାବ ଦିଆଯାଇ ନ ଥିବା ମୁଖ୍ୟ ବିରୋଧୀ ଦଳର ବରିଷ୍ଠ ମୁଖପାତ୍ର ଆନନ୍ଦ ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍‌ ଅଫ୍‌ର କିଛି ମିନିଟ୍‌ ଘଟିଲା ଏମିତି…

ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା।...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri