ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ

ପାଟଣାଗଡ଼, ୨୪।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି।
ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ ସେଣ୍ଟର ଉକ୍ତ ବ୍ଲକ ମରୁଆ ହାଇସ୍କୁଲରେ ପଡ଼ିଛି। ବଣାଇମୁଣ୍ଡା ସ୍କୁଲର ପିଅନ କାର୍ତ୍ତିକ ଦଣ୍ଡସେନା ପ୍ରଶ୍ନପତ୍ର ଏବଂ ଉତ୍ତର ପତ୍ରର କିଛି ଫଟୋ ଉଠାଇବା ସହ ତାର ଜେରକ୍ସ ଧରି ମରୁଆ ହାଇସ୍କୁଲକୁ ଯାଉଥିଲେ। ଏହା ଜଣାପଡିବା ପରେ ମରୁଆ ହାଇସ୍କୁଲ ନିକଟରେ ଲୋକେ ତାଙ୍କୁ ଘେରିଯାଇଥିଲେ। ମାତ୍ର ସେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଖବର ପାଇ ପାଟଣାଗଡ଼ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri