ଦିଗପହଣ୍ଡି,୭ା୬(ଡି.ଏନ.ଏ.)- ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କ ଘରେ ପଶି ଅସଦାଚରଣ ସହ କାତିରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବୁଧବାର ରାତିରେ ମହିଳା ଜଣକ ତାଙ୍କ ମା’ଙ୍କ ସହ ଘରେ ଶୋଇଥିଲେ। ରାତି ପ୍ରାୟ ୧୨ଟାରେ ଅଭିଯୁକ୍ତ ଜୋରଜବରଦସ୍ତ ଘରେ ପଶି ମହିଳାଙ୍କୁ ଟଣାଓଟରା କରିଥିଲେ। ଚିକତ୍ାର ଶୁଣି ତାଙ୍କ ମା’ ଉଠିପଡ଼ି ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା କରୁଥିବା ବେଳେ ସେ କାତିରେ ବାମ ଗୋଡ଼କୁ ହାଣି ଦୌଡ଼ି ପଳାଇଥିବା ଏତଲାରେ ଦର୍ଶାଯାଇଛି। ମା’ଙ୍କ ବାମ ଗୋଡ଼ରେ ଆଘାତ ଲାଗିଥିବାରୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଘଟଣାର ତଦନ୍ତ ଚାଲିଥିବା ଆଇଆଇସି ଗୌରାଙ୍ଗ ଚରଣ ସାହୁ କହିଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ଫେରାର ଅଛନ୍ତି।
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…
ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...
ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…
ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...
କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…
ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...
Archives


