Posted inଜାତୀୟ

କରୋନା ଭୟ: ବିଦେଶକୁ ଅଯଥା ଯାତ୍ରା କରିବାକୁ ବାରଣ କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୬।୨: ଚାଇନାରେ କରୋନା ଭାଇରସ୍‌ ଉଗ୍ର ରୂପ ଧାରଣ କରିଥିବା ବେଳେ ଏବେ ଏହା ସାରା ବିଶ୍ୱରେ କାୟା ବିସ୍ତାର କରୁଛି। ଚାଇନାରେ ଏଥିରେ ସଂକ୍ରମିତ ହୋଇ ୨,୬୬୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୭,୬୫୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହି ଭାଇରସ୍‌ ଚାଇନା, ଜାପାନ, ଦକ୍ଷିଣ କୋରିଆ ଓ ଇଟାଲି ପରେ ଏବେ ଇରାନକୁ ମଧ୍ୟ ବ୍ୟାପିଛି। ଏଥିପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏକ ଅଧିସୂଚନା ଜାରି କରାଯାଇଛି। ଏଥିରେ ଜରୁରୀ ନ ଥିଲେ ଦକ୍ଷିଣ କୋରିଆ, ଇରାନ ଓ ଇଟାଲିକୁ ଯାତ୍ରା ନ କରିବାକୁ ନାଗରିକଙ୍କୁ ପରାମର୍ଶ ଦିଆଯାଇଛି। କାରଣ ଏହି ଦେଶଗୁଡିକରେ କରୋନା ଭାଇରସ୍‌ ମାମଲା ଦିନକୁ ଦିନ ବୃଦ୍ଧି ପାଉଛି। ତେଣୁ ଚଳିତ ବର୍ଷ ଫେବୃୟାରୀ ୧୦ପରେ ଯେଉଁମାନେ ଦକ୍ଷିଣ କୋରିଆ, ଇରାନ ଓ ଇଟାଲିରୁ ଯାତ୍ରା କରି ଭାରତକୁ ଫେରିଛନ୍ତି ସେମାନଙ୍କୁ ୧୪ଦିନ ପର୍ଯ୍ୟନ୍ତ ଅନ୍ୟତ୍ର ରଖାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ଏହି ଅଧିସୂଚନାରେ ଉଲ୍ଲେଖ କରାଯାଇଛି। ଏହା ପୂର୍ବରୁ ଜରୁରୀ ନ ଥିଲେ ସିଙ୍ଗାପୁରକୁ ଯାତ୍ରା ନ କରିବାକୁ ପରାମର୍ଶ ଦିଆଯାଇଥିଲା। ସୂଚନା ମୁତାବକ ଅନ୍ୟ ଦେଶରୁ ଭାରତକୁ ଫେରୁଥିବା ଯାତ୍ରୀଙ୍କୁ ବିଭିନ୍ନ ବିମାନବନ୍ଦରରେ ପ୍ରଥମେ ଯାଞ୍ଚ କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri