ଗୋପାଳପୁର,୨୬ା୨: କାନ୍ଥକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ପାଟିତୁଣ୍ଡ ପରେ ଜଣେ ମହିଳାଙ୍କୁ ଗାଳିଗୁଲଜ ଓ ହତ୍ୟା ଧମକ ଦେଇଥିବା ଗୋପାଳପୁର ଥାନାରେ ବୁଧବାର ଅଭିଯୋଗ ହୋଇଛି। ପ୍ରକାଶ ଯେ, ଘର କାନ୍ଥକୁ ନେଇ ଗୋପାଳପୁର ଏନ୍ଏସି ଅଞ୍ଚଳ ନୂଆସାହିର ପ୍ରିୟଙ୍କା ପାତ୍ର ଓ ପଡ଼ୋଶୀଙ୍କ ମଧ୍ୟରେ ବିଭିନ୍ନ ସମୟରେ କଳହ ଲାଗି ରହିଥିଲା। କାନ୍ଥ କାହାର ସେନେଇ ବୁଧବାର ଚିହ୍ନଟ ପ୍ରକ୍ରିୟା ଚାଲିଥିବାବେଳେ ରାଜସ୍ବ ନିରୀକ୍ଷକ ଓ ପୋଲିସ ଉପସ୍ଥିତିରେ ହଠାତ୍ ପଡ଼ୋଶୀ ପ୍ରିୟଙ୍କାଙ୍କୁ ଗାଳିଗୁଲଜ ସହ ହତ୍ୟା ଧମକ ଦେଇଥିଲେ। ଏନେଇ ପ୍ରିୟଙ୍କା ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିବାରୁ ନଂ.୨୪/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିବା ଥାନାଧିକାରୀ ବିବେକାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ!
ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ...
Video Viral: ଘରେ ରଖିଥିବା ହେଲମେଟ୍ ଭିତରୁ ବାହାରିଲା ନାଗ, ଆଉ ତା’ପରେ…
ନୂଆଦିଲ୍ଲୀ,୨।୧: ଦେଶର ଅନେକ ସ୍ଥାନରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଲୋକମାନେ ଥଣ୍ଡାରେ ବାହାରକୁ ଯିବାକୁ ସଂକୋଚ କରୁଛନ୍ତି। ବାହାରକୁ ପାଦ ଦେବା ମାତ୍ରେ ଶରୀର...
ଏସବୁ ଦେଶ ସବୁଠୁ ଅଧିକ କିଣନ୍ତି ଅସ୍ତ୍ରଶସ୍ତ୍ର, ଜାଣନ୍ତୁ କେତେ ନମ୍ବରରେ ରହିଛି ଭାରତ
ନୂଆଦିଲ୍ଲୀ,୨ା୧: ଷ୍ଟକ୍ହୋମ ଇଣ୍ଟରନ୍ୟାଶନାଲ ପିସ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍ (SIPRI)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ବିଶ୍ୱ ଅସ୍ତ୍ରଶସ୍ତ୍ର ବାଣିଜ୍ୟ ଉପରେ ଆଲୋକପାତ କରିଛି। ରିପୋର୍ଟ ଅନୁଯାୟୀ, ୨୦୨୦ରୁ...
ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି
ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ): ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...
‘ମୁଁ ନୁହେଁ, ସେ ମୋତେ ଭେଟିବାକୁ ଆସିଥିଲେ…’ ଜୟଶଙ୍କରଙ୍କ କରମର୍ଦ୍ଦନକୁ ନେଇ ଗର୍ବ କଲା ପାକିସ୍ତାନ, କଲା ଏମିତି ଦାବି
ନୂଆଦିଲ୍ଲୀ/ଇସଲାମାବାଦ,୨।୧: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ମଧ୍ୟରେ, ଢାକାରୁ ଆସିଥିବା ଏକ ଫଟୋ ପାକିସ୍ତାନରେ ଆଲୋଚନାର ବିଷୟ ପାଲଟିଛି।...
ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ
ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...
ନିଜ IPL ଟିମ୍ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍ ଖାନ? ଜାଣିଲେ…
ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...
ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି...
Archives


