ଓଡ଼ିଶାରୁ ୫ ସାମ୍ବାଦିକ ସମ୍ବର୍ଦ୍ଧିତ

ପୁରୁଣା ଭୁବନେଶ୍ୱର, ୨୭ା୨ (ଡି.ଏନ.ଏ.): ଭାରତୀୟ ସାମ୍ବାଦିକ ସଂଘର କାର୍ଯ୍ୟକାରିଣୀ ବୈଠକ ଗୁଜରାଟର ଗାନ୍ଧୀନଗରଠାରେ ଅନୁଷ୍ଠିତ ହୋଇଯାଇଛି। ଗତ ୧୯ ଏବଂ ୨୦ ଦୁଇଦିନ ଧରି ଅନୁଷ୍ଠିତ ବୈଠକରେ ହରିୟାନା, ପଞ୍ଚାବ, ହିମାଞ୍ଚଳପ୍ରଦେଶ, ଉତ୍ତରାଖଣ୍ଡ, ଦିଲ୍ଲୀ, କର୍ନାଟକ, ଓଡ଼ିଶା ଆଦି ରାଜ୍ୟରୁ ବହୁ ସାମ୍ବାଦିକ ପ୍ରତିନିଧିମାନେ ବୈଠକରେ ଯୋଗ ଦେଇଥିଲେ। ଏଥିରେ ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘର ସଭାପତି ସୁଜ୍ଞାନ ଚୌଧୁରୀଙ୍କ ସମେତ ଆଶୁତୋଷ ରଥ, ଶ୍ୟାମ ସୁନ୍ଦର ରାଉତ, ପବିତ୍ର ପାତ୍ର, ପରମାନନ୍ଦ ଦାସଙ୍କୁ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ମାନପତ୍ର ସହ ସମ୍ବର୍ଦ୍ଧିତ କରିଥିଲେ। ଭାରତୀୟ ସଂଘର ସଭାପତି କିଶନ ବାଲ ପଣ୍ଡିତ ସାମ୍ବାଦିକମାନଙ୍କର ଚାକିରି ସର୍ତ୍ତାବଳୀ ଉପରେ ମାଲିକମାନେ ଅଙ୍କୁଶ ଲଗାଉଥିବାରୁ ଏହା ସାମ୍ବାଦିକ ଏବଂ ସମ୍ବାଦପତ୍ର ଓ ଦେଶର ଗଣତନ୍ତ୍ର ପାଇଁ ବିପଦ ସୃଷ୍ଟି କରୁଛି ବୋଲି ଗୁରୁତ୍ୱାରୋପ କରିଥିଲେ। ସାମ୍ବାଦିକମାନଙ୍କର ସ୍ବାର୍ଥ ରଖିବା ପାଇଁ ଆଇଜେୟୁ ପକ୍ଷରୁ ବିଶେଷ ଭାବେ ପ୍ରସ୍ତୁତି ଏକ ଦାବିପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କ ମାଧ୍ୟମରେ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…

ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି।...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri