୫ ଦଫା ଦାବିରେ ଆଶା ସାଥୀ ସଂଘର ବିକ୍ଷୋଭ

ରାୟଗଡ଼ା ଅଫିସ ,୨୭।୨: ଭାରତୀୟ ମଜଦୁର ଦ୍ୱାରା ପରିଚାଳିତ ରାଜ୍ୟ ଆଶା ସାଥୀ ସଂଘ ନିର୍ଦ୍ଦେଶକ୍ରମେ ୫ ଦଫା ଦାବି ନେଇ ରାୟଗଡ଼ା ଜିଲା ଶାଖା ଆଶା ସାଥୀ ଏବଂ ଭାରତୀୟ ମଜଦୁର ସଂଘ ନେତୃତ୍ୱରେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ଏନେଇ ସଂଘ ପକ୍ଷରୁ ଏକ ଦାବିପତ୍ର ସିଡିଏମ୍‌ଓ ଆର୍ତ୍ତବନ୍ଧୁ ନାୟକଙ୍କୁ ପ୍ରଦାନ କରାଯାଇଛି। ୨୭/୦୨/୨୦୦୬ ମସିହାରୁ ଆଶା ଭାବେ କାର୍ଯ୍ୟକରି ୨୦୧୩ ମସିହା ଠାରୁ ଆଶା ଓ ଆଶା ସାଥୀ ଭାବେ କାର୍ଯ୍ୟକରି ଆସୁଥିଲେ। ଆଶା ସାଥୀଙ୍କୁ ସରକାରୀ ମାନ୍ୟତା ପ୍ରଦାନ, କେନ୍ଦ୍ର ସରକାରଙ୍କ ଘୋଷଣା ଅନୁସାରେ ୬୦୦୦ ଟଙ୍କା ପ୍ରଦାନ, ୟୁନିଫର୍ମ ଲାଗୁ, ଟ୍ରେନିଂ ପ୍ରଦାନ, ଇନ୍‌ସ୍ୟୁରାନ୍ସ ଏବଂ ମୃତ୍ୟୁକାଳୀନ ସହାୟତା ପ୍ରଦାନ ଆଦି ସେମାନଙ୍କ ଦାବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ସାମଗ୍ରୀ କିଣିବାକୁ ଯାଇ ଆଉ ଫେରିଲେନି ଯୁବକ, ଖୋଜାଖୋଜି କରିବା ପରେ ଗଛରୁ ମିଳିଲା…

ପାଟଣାଗଡ଼ ୭।୧ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଥାନା ଧାତୁକ ପଞ୍ଚାୟତ ମଲ୍ଲିକମୁଣ୍ଡା ଗ୍ରାମର ଅନତି ଦୂରରେ ରାସ୍ତା କଡର ଏକ ଗଛରୁ ଜଣେ...

ବଙ୍ଗୋପସାଗରରେ ଅବପାତ ରୂପ ନେଲା ଲଘୁଚାପ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୭।୧: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ରୂପ ନେଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ...

ପୂର୍ବତନ ସମିତିସଭ୍ୟାଙ୍କ ପରଲୋକ, ରାଜନୈତିକ କ୍ୟାରିୟରରେ…

ପାଟଣା,୭ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତ ପୂର୍ବସମିତି ସଭ୍ୟା ଯଶୋଦା ସେଠୀଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ଦେହାନ୍ତ ଘଟିଛି। ସେ ବାର୍ଦ୍ଧକ୍ୟ...

ମିଲର୍ସଙ୍କ ଦାବି ମାନିନେଲେ ସରକାର:ସ୍ବାଭାବିକ ହେଲା ଧାନ କିଣା

ଭୁବନେଶ୍ୱର,୭।୧:ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଆଜିଠୁ ସ୍ବାଭାବିକ ହେଲା ଧାନ କିଣା। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର।୧୯ ଜିଲାରେ ୩.୧୫ ଲକ୍ଷ...

30 ବର୍ଷ ପରେ ନିଜ ନକ୍ଷତ୍ରକୁ ଯିବେ ଶନି, ୩ ରାଶି ଆକସ୍ମିକ ହେବେ ଧନୀ! ଖେଶଜିବାକୁ ପଡିବନି ଚାକିରି…

ଶନି ଏକ ଧୀର ଗତିଶୀଳ ଗ୍ରହ, ଯାହା କର୍ମ, ନ୍ୟାୟ, ଶୃଙ୍ଖଳା ଏବଂ ଦୀର୍ଘକାଳୀନ ଫଳାଫଳକୁ ପ୍ରତିନିଧିତ୍ୱ କରେ। ଯେତେବେଳେ ଶନି ତାଙ୍କ ନକ୍ଷତ୍ର ପରିବର୍ତ୍ତନ...

ଟ୍ରମ୍ପଙ୍କ ଉପରେ ଖୁସି ନାହାନ୍ତି ପ୍ରଧାନମନ୍ତ୍ରୀ ମୋଦି, ଏକଥା ନିଜେ ସ୍ବୀକାର କରି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭ା୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଖୁସି ନାହାନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏକଥା ନିଜେ ଟ୍ରମ୍ପ କହିଛନ୍ତି। ଭାରତ ସମ୍ପର୍କରେ ପ୍ରତିକ୍ରିୟା...

କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟି ୩ ବଡ଼ ଦାବି କଲେ ଅପରାଜିତା: ମିଳିଲା ଅନୁମୋଦନ, ୧୧୧ କୋଟିରେ ହେବ…

ଭୁବନେଶ୍ୱର,୭।୧: କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ  ଅପରାଜିତା ସାକ୍ଷାତ କରିଛନ୍ତି।...

ଆନ୍ଦୋଳନକୁ ଏଡ଼ାଇ ଗୁରୁତର ରୋଗୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ଡାକ୍ତର, ନଚେତ୍‌…

କେସିଙ୍ଗା,୭ା୧(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ୧୧ଟା ଯାଏ ଆଉଟ୍‌ଡୋରରେ କେବଳ ଏକ ଘଣ୍ଟା ରୋଗୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri