Posted inଜାତୀୟ

ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର, ୭।୬: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଭାରତୀୟ ସୁରକ୍ଷାବଳ ପକ୍ଷରୁ କରାଯାଇଥିବା ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟ ୨ ଜଣ ପୂର୍ବତନ ସ୍ପେଶାଲ ପୋଲିସ ଅଫିସର ବୋଲି ଜଣାପଡିଛି। ଗୁରୁବାର ସନ୍ଧ୍ୟାରୁ ଚାଲିଥିବା ଅପରେଶନରେ ଶୁକ୍ରବାର ସକାଳୁ ସେନାକୁ ସଫଳତା ମିଳିଛି। ଘଟଣାସ୍ଥଳରୁ ଦୁଇଟି ଏକେ-୪୭ ରାଇଫଲ, ଗୋଟିଏ ଏକେଏମ ରାଇଫଲ ଏବଂ ଗୋଟି ଏସଲଆର ରାଇଫଲ ଜବତ କରିଛି ପୋଲିସ। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀରର ପୁଲୱାମାର ଲସ୍ସିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀମାନେ ସୂଚନା ପାଇବା ପରେ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିୟମ ହୋଇଥିଲେ। ଏଥିରେ ଲୁଚି ରହିଥିବା ସମସ୍ତ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri