Posted inଜାତୀୟ

ରାଜଧର୍ମ ରାଜନୀତି: ଅଟଳଙ୍କ କଥା ଶୁଣି ନ ଥିବା ମୋଦି ଆମକୁ କାହିଁକି ମାନିବେ କହିଲେ ଶିବଲ

ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହୋଇଥିବା ଭିଡ଼ହିଂସା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧୀ ଘେରିବାରେ ଲାଗିଛନ୍ତି। ମୋଦିଙ୍କ ରାଜଧର୍ମ ନେଇ ଏବେ ରାଜନୀତି ଜାରି ରହିଛି। ୨୦୦୨ରେ ଗୁଜରାଟ ଦଙ୍ଗା ସମୟରେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ମୋଦିଙ୍କୁ ରାଜଧର୍ମ ପାଳନ ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ପରାମର୍ଶ ଦେଇଥିଲେ। ଏବେ ଏହାର ପୁନରାବୃତ୍ତି ଘଟିଛି। ଦିଲ୍ଲୀ ହିଂସା ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମୋଦି ରାଜଧର୍ମ ପାଳନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏବେ କଂଗ୍ରେସ ସଦସ୍ୟ କପିଲ୍‌ ଶିବଲ ରାଜଧର୍ମ ନେଇ କହିଛନ୍ତି ଯେ, ବିଗତ ଦିନରେ ଗୁଜରାଟ ଦଙ୍ଗା ସମୟରେ ଅଟଳଙ୍କ କଥା ଶୁଣି ନ ଥିବା ମୋଦି ଆମକୁ କାହିଁକି ମାନିବେ ଅବା ଆମ କଥାକୁ କାହିଁକି ଶୁଣିବେ। ଶିବଲଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ପୁଣି ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri