ଦ୍ୱାରଶୁଣି ଘାଟିରେ ଟ୍ରେଲର ଦୁର୍ଘଟଣାଗ୍ରସ୍ତ: ତେଲ ବୋହିନେଲେ ଲୋକେ

ବାଙ୍ଗିରିପୋଷି, ୧।୩(ଡି.ଏନ.ଏ.)-ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ଶନିବାର ସକାଳେ ଏକ ଆଇରନ ଡଷ୍ଟ ବୋଝେଇ ଟ୍ରେଲର ଯୋଡାରୁ ଖଡଗପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେଲର ଚାଳକ ଓ ଅନ୍ୟ ଜଣେ ଚାଳକ ସିଟ୍‌ରେ ବସିଥିବା ବେଳେ ଗୁରୁତର ଆହତ ହୋଇଥିଲେ। ବାଙ୍ଗିରିପୋଷି ଅଗ୍ନିଶମ ବିଭାଗର କର୍ମଚାରୀ ପହଞ୍ଚି ତାଙ୍କୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚାଳକଦ୍ୱୟ ଉତ୍ତରପ୍ରଦେଶ ରାଜ୍ୟ ମୁଜଫାନଗର ଜିଲାର ନବାବ ଅଲ୍ଲୀ ଓ ଏମ୍‌ଡି ସାଜାଦ ବୋଲି ଜାଣିବାକୁ ମିଳିଛି। ବାଙ୍ଗିରିପୋଷି ପୋଲିସ ପହଞ୍ଚି ଗାଡିକୁ ଜବତ କରିବା ସହ ଏକ ମାମଲା ରୁଜୁ କରିଛି। ଦୁର୍ଘଟଣାଗ୍ରସ୍ତ ଗାଡିରୁ ଲୋକେ ଡିଜେଲ ଚୋରି କରିନେଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri