ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହାପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ରଖାଯିବା ସହ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।
ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହାପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ରଖାଯିବା ସହ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...
ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...
ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...
ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...
ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...
ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...
ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...
ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...
