ଢେଙ୍କାନାଳ ଅଫିସ, ୫।୩-ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍) ଏବଂ ମମତା ଯୋଜନା କାର୍ଯ୍ୟାନ୍ବୟନରେ ସଫଳତା ପାଇଁ ରାଜ୍ୟସ୍ତରରେ ପୁରସ୍କୃତ ହେବ ଢେଙ୍କାନାଳ ଜିଲା। ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ଭୁବନେଶ୍ୱର ଲୋକସେବା ଭବନର କନ୍ଭେନ୍ସନ ହଲ୍ରେ ଆୟୋଜିତ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯିବ। ଏ ନେଇ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ବୁଧବାର ପତ୍ର ସଂଖ୍ୟା ୪୧/୬୩ ମାଧ୍ୟମରେ ଜିଲାପାଳଙ୍କୁ ଅବଗତ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ସମାଜ କଲ୍ୟାଣ ଅଧିକାରୀ ଏହି ପୁରସ୍କାର ଗ୍ରହଣ କରିବେ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି। ଏ ନେଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ଦଳଗତ ଉଦ୍ୟମରୁ ଜିଲାକୁ ଏହି ସଫଳତା ମିଳିଛି। ଏହି ପୁରସ୍କାର ଆଗାମୀ ଦିନରେ କାର୍ଯ୍ୟ କରିବାକୁ ପ୍ରୋତ୍ସାହିତ କରିବ ବୋଲି ସେ ସୂଚନା ଦେଇଛନ୍ତି।
ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍, ଭିତରେ ଥିଲେ ଚାଳକ…
ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...
ପେଟ୍ରୋଲ ପମ୍ପ ପାଇଁ ଶହଶହ ଟ୍ରିପ୍ ବାଲି ଚେରି: ଉପ ଜିଲାପାଳ କହିଲେ…
ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍ ମାଟି ଚୋରି ହୋଇଛି। ୫୩...
ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍ କରିବାକୁ ଯିବାବେଳେ…
ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...
ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ
ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...
କେନାଲ ଭିତରକୁ ପଶିଗଲା କାର୍
ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...
ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…
ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...
ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…
ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...
ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…
ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...
Archives


