ପୁରୀ ଅଫିସ,୫ା୩: କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମାଲୁଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ବିଦ୍ୟାର୍ଥୀର କପି ଧରିବାକୁ କେନ୍ଦ୍ରକରି ଜଣେ ଶିକ୍ଷକ ଆକ୍ରମଣର ଶିକାର ହୋଇଥିବା ନେଇ ମଙ୍ଗଳବାର କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବୁଧବାର ଥାନାରେ ଆଇପିସି ୩୪୧, ୨୯୪, ୩୫୩, ନଂ. ୨୨/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ହାଇସ୍କୁଲରେ ଶିକ୍ଷକ ଅଜୟ କୁମାର ଜେନା ଓ ସ୍ତ୍ରୀ କବିତା ଦଲାଇ ଶିକ୍ଷକତା କରୁଛନ୍ତି। ଗତ ୨ତାରିଖରେ ମାଟ୍ରିକର ଶେଷ ପରୀକ୍ଷାରେ ସେ ଜଣେ ବିଦ୍ୟାର୍ଥୀଙ୍କ କପି କରୁଥିବା ଜାଣି ଧରିଥିଲେ। ଶେଷରେ ଡ୍ୟୁଟି ସାରି ଅଜୟ ଓ ତାଙ୍କ ସ୍ତ୍ରୀ ବାଇକରେ ଘରକୁ ଫେରୁଥିଲେ। ତେବେ ସ୍କୁଲ ଗେଟ୍ରୁ କିଛି ବାଟ ଦୂରରେ ଜଣେ ବ୍ୟକ୍ତି ହଠାତ୍ କାହିଁକି ମୋ ପୁଅର କପି ଧରିଲ ବୋଲି କହି ଗାଳିଗୁଳଜ କରିବା ସହ ଦମ୍ପତିକୁ ଆକ୍ରମଣ କରିଥିଲେ ବୋଲି ଏତଲାରେ ଦର୍ଶାଇଛନ୍ତି।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…
ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...
ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା
ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...
PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା
ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...
ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ
ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...
ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…
ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...
ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…
ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...
ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ
ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...
ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...
Archives


