ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ

ସମ୍ବଲପୁର, ୬।୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୁଚିଣ୍ଡା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଜିତେନ୍ଦ୍ର କୁମାର ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। ସମ୍ବଲପୁର ଭିଜିଲାନ୍ସ ଟିମ୍‌ ଭୋର ୬ଟାରେ ଏହି ଚଢ଼ାଉ କରିଥିଲା। ଜିତେନ୍ଦ୍ରଙ୍କ ପୈତୃକ ଘର କୋଲାବିରା ସମେତ କୁଚିଣ୍ଡା ଏନ୍‌ଏସି ଅଫିସ, ଝାରସୁଗୁଡାର ଗୁଜୁରାତି କଲୋନୀ ଓ ଏଲ୍‌ଏନ୍‌ କଲେଜ ନିକଟସ୍ଥ ଘର, ସମ୍ବଲପୁର ଅଇଁଠାପାଲି କାଇଁଶିର ରୋଡ ଘର ଉପରେ ଏକକାଳୀନ ଚଢ଼ାଉ କରାଯାଇଛି।

ଜିତେନ୍ଦ୍ରଙ୍କ ନାମରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri