ସାଢ଼େ ଗୋଟାଏ ଯାଏ ବଜ୍ରପାତ, ବର୍ଷା: ୫ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୭।୩(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ୫ ଜିଲାରେ ଝଡତୋଫାନ, ବର୍ଷା ସହ ବଜ୍ରପାତ ହେବ। ଜିଲାଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନାଗିରି ଏବଂ ବାଲେଶ୍ୱର। ଦିନ ସାଢ଼େ ୧ଟା ପର୍ଯ୍ୟନ୍ତ ଉକ୍ତ ଜିଲାଗୁଡିକୁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ମୋଦି: ଆଜି ବ୍ରହ୍ମପୁର, ନବରଙ୍ଗପୁରରେ କରିବେ ପ୍ରଚାର

ଭୁବନେଶ୍ୱର,୬।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଭାଜପା କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦିନିକିଆ...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri