Posted inଜାତୀୟ

୧୦୦ ଦିନରେ ଉଦ୍ଧବଙ୍କ ଶାସନ

ମୁମ୍ବାଇ,୭।୩: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଶାସନକୁ ୧୦୦ ଦିନ ପୂରିଛି। ଏହି ଅବସରରେ ଉଦ୍ଧବ ଅଯୋଧ୍ୟା ଯାତ୍ରା କରି ସପରିବାର ଲାମଲଲା ଏବଂ ହନୁମାନଗଡ଼ି ଦର୍ଶନ କରିବେ। ଏହାକୁ ମିଶାଇ ତୃତୀୟ ଥର ପାଇଁ ଉଦ୍ଧବ ଅଯୋଧ୍ୟା ଯାତ୍ରା କରୁଛନ୍ତି। ଏହା ପୂର୍ବରୁ ସେ ୨ ଥର ଏଠାକୁ ଆସି ରାମଲଲାଙ୍କ ଦର୍ଶନ କରି ସାରିଛନ୍ତି। ପ୍ରଥମଥର ୨୦୧୮ରେ ଲୋକ ସଭା ନିର୍ବାଚନ ପୂର୍ବରୁ ଏବଂ ଦ୍ୱିତୀୟ ଥର ୨୦୧୯ ଜୁନ୍‌ରେ ଶିବସେନା ଏମ୍‌ପିଙ୍କ ସହିତ ରାମଲଲାଙ୍କ ଦର୍ଶନ କରିଥବଲେ। ତେବେ ଚଳିତ ଥର ସେ ଯାତ୍ରା ସମୟରେ ସରଜୂ ନଦୀ ଆଳତି କାର୍ଯ୍ୟକ୍ରମ ଏବଂ ସଭାରେ ଯୋଗଦେବେ ନାହିଁ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖିସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ଆଡଭାଇଜରୀ ଅନୁସାରେ ଉଦ୍ଧବ ଏସୁ ବାତିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri