Posted inଫୁରସତ

ସମୁଦ୍ର ସଫେଇ ଅଭିଯାନରେ ଯୁବକ

ସମୁଦ୍ର ପ୍ରଦୂଷଣରେ ଏବେ ଯାଉଛି ଅନେକ ଜଳଚର ପ୍ରାଣୀଙ୍କ ଜୀବନ। ତେଣୁ ଏହି ପ୍ରଦୂଷଣକୁ କମାଇବା ଲାଗି ସାରା ପୃଥିବୀରେ ଚାଲିଛି ଅନେକ ଗବେଷଣା। ତେବେ ଡଚ୍‌ ବୈଜ୍ଞାନିକ ବୋୟାନ୍‌ ସ୍ଲଟ୍‌ ଏକ ଅଭିଯାନ ଆରମ୍ଭ କରିଛନ୍ତି, ଯାହାର ନାଁ ଓସନ୍‌ କ୍ଲିନ୍‌ଅପ୍‌। ବୋୟାନ କହନ୍ତି, ୮ ବର୍ଷ ପୂର୍ବେ ସମୁଦ୍ର ମାର୍ଗରେ ଗ୍ରୀସ୍‌ ଯାତ୍ରା କରିଥିଲି। ଗଲାବେଳେ ପାଣିରେ ମାଛଙ୍କ ଅପେକ୍ଷା ପ୍ଲାଷ୍ଟିକ୍‌ ଆବର୍ଜନା ଅଧିକ ଦେଖାଯାଉଥିଲା। ତେଣୁ ଏହାକୁ କମାଇବା ପାଇଁ ନିଷ୍ପତ୍ତି ନେଲି। ଆଉ ତିଆରି କଲି ଓସନ୍‌ କ୍ଲିନ୍‌ଅପ୍‌ ନାମକ ଏକ ଭାସମାନ ଯନ୍ତ୍ର। ୨୦୦୦ ଫୁଟ୍‌ ୟୁ ଆକାରର ଏହି ଯନ୍ତ୍ର ସାହାଯ୍ୟରେ ସମୁଦ୍ରରୁ ଆବର୍ଜନା ସଫା କରାଯାଇ ପାରିବ।’ ବୋୟାନଙ୍କ ଲକ୍ଷ୍ୟ ରହିଛି ପ୍ରତିବର୍ଷ ସେ ସମୁଦ୍ରରୁ ପ୍ରାୟ ୫୦ଟନ୍‌ ଆବର୍ଜନା ସଫା କରାଯିବ। ଆଉ ସେଥିରୁ ମିଳୁଥିବା ପ୍ଲାଷ୍ଟିକ ଓ ଅନ୍ୟ ଆବର୍ଜନାକୁ ରିସାଇକେଲ କରିବା ଯୋଜନା ବି କରା ଯାଇଛି। ଏବେ ତାଙ୍କର ଏହି କାମରେ ୮୦ ଜଣେ ସ୍ବଇଚ୍ଛାରେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

New Year ୨୦୨୬: ନୂଆବର୍ଷର ପ୍ରଥମ ସନ୍ଧ୍ୟାରେ କରନ୍ତୁ ଏହି ବିଶେଷ ଉପଚାର, ଘରେ ଦେବୀ ଲକ୍ଷ୍ମୀଙ୍କ…

୨୦୨୬ ବର୍ଷ ଆରମ୍ଭ ହୋଇଛି। ଆଜି ନୂତନ ବର୍ଷର ପ୍ରଥମ ଦିନ। ସମସ୍ତେ ନିଜ ପରିବାର ଏବଂ ବନ୍ଧୁମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଉଛନ୍ତି ।...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ସମୁଦ୍ରକୂଳରୁ ମିଳିଲା ଅଜବ ଜିନିଷ: ଲୋକେ ବିସ୍ମିତ

ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ ଶହ...

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ...

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri