Posted inଜାତୀୟ

ଦେଶବାସୀଙ୍କୁ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଜଣାଇଲେ ହୋଲିର ଶୁଭେଚ୍ଛା

ନୂଆଦିଲ୍ଲୀ,୧୦।୩: ଦେଶବାସୀ ରଙ୍ଗର ପର୍ବ ହୋଲିକୁ ଆନନ୍ଦ ଉଲ୍ଲ୍ଲାସର ସହ ପାଳନ କରୁଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍‌.ଭେଙ୍କୟା ନାଇଡୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି କୋବିନ୍ଦ ଟୁଇଟ୍‌ କରି କହିଛନ୍ତି, ରଙ୍ଗର ପର୍ବ ହୋଲି ସଭିଙ୍କ ଜୀବନରେ ଆନନ୍ଦ ଆଣିଦେଉ। ଏହି ପବିତ୍ର ପର୍ବ ହୋଲି ଶରତ ଋତୁକୁ ବିଦାୟ ଦେଉଥିବା ବେଳେ ବସନ୍ତ ଋତୁର ଆଗମନକୁ ଦର୍ଶାଇଥାଏ। ଏହି ପର୍ବ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ଶାାନ୍ତି ଆଣିଦେଉ ବୋଲି ସେ କହିଛନ୍ତି। ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ , ସ୍ବରାଷ୍ଟ୍ରମନ୍ତ୍ରୀ ଅଭିତ ଶାହା, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଅନ୍ୟନେତାମାନେ ମଧ୍ୟ ହୋଲି ପର୍ବ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri