ହୋଲିରେ ଯୁବକଙ୍କୁ ହତ୍ୟା, ଜଳତାମୁଣ୍ଡା ଗ୍ରାମରେ ଶୋକର ଛାୟା

କୋକସରା,୧୦।୩(ଡି.ଏନ୍‌.ଏ.): ରଙ୍ଗର ପର୍ବ ହୋଲିରେ ସମସ୍ତେ ମସ୍‌ଗୁଲ ଥିବାବେଳେ କଳାହାଣ୍ଡି ଜିଲା କୋକସରା ଥାନା ଜଳତାମୁଣ୍ଡା ଗାଁରେ ଶୋକର ଛାୟା ଖେଳିଯାଇଛି। ଜଣେ ଯୁବକଙ୍କୁ ପଡ଼ୋଶୀ ହତ୍ୟା କରି ଘର ଆଗରେ ଫୋପାଡ଼ି ଦେଇଥିବା ମଙ୍ଗଳବାର ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଲେ ନକୁଳ ତାଣ୍ଡି।
ସୂଚନାଯୋଗ୍ୟ, ନଙ୍ଗୁଳ ସୋମବାର ରାତିରୁ ଘରକୁ ଫେରି ନ ଥିଲେ।
ସକାଳୁ ତାଙ୍କ ମୃତଦେହ ଘର ଆଗରେ ପଡ଼ିଥିଲା । ଖବରପାଇ ପୋଲିସ ସନ୍ଧାନୀ କୁକୁରଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ତାଙ୍କ ଗଳାଚିପି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। କିଛିଦିନ ତଳେ ପଡୋଶୀ ଘର ଝିଅକୁ ଅଶ୍ଲୀଳ ଇଙ୍ଗିତ କରୁଥିବା ଅଭିଯୋଗ ନେଇ ଗଣ୍ଡଗୋଳ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri