ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ନାବାଳକ

ରସୁଲପୁର,୧୨।୩(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ଓଡ଼ଙ୍ଗ ଗ୍ରାମର କୁଳମଣି ପରିଡ଼ାଙ୍କ ନାବାଳକ ପୁଅ ଚିତ୍ତରଞ୍ଜନ ଗୁରୁବାର ନିକଟସ୍ଥ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇ ବୁଡି ଯାଇଛନ୍ତି। ପରିବାର ଲୋକେ ଖୋଜାଖୋଜି କରିବାର କିଛି ସମୟ ପରେ ପୁଅକୁ ଉଦ୍ଧାର କରିଥିଲେ। ଚିକିତ୍ସା ପାଇଁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଚିତ୍ତରଞ୍ଜନ ଅଷ୍ଟମ ଶ୍ରେଣୀରେ ପଢୁଥିଲେ। ଏ ସମ୍ପର୍କରେ ଧର୍ମଶାଳା ଥାନାରେ ଅଭିଯୋଗ ହୋଇଛି। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri