ଯଶିପୁରରେ ସିଏଏ,ଏନ୍‌ଆର୍‌ସିକୁ ବିରୋଧ

ଯଶିପୁର,୧୩ା୩(ଡି.ଏନ୍‌.ଏ.)- ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ କରି ଯଶିୁପରଠାରେ ଏକ ଗଣ କନଭେନଶନ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ, ବୁଦ୍ଧିଜୀବୀ ଓ ସଚେତନ ନାଗରିକମାନଙ୍କୁ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ନେତା କ୍ଷୀରୋଦ କୁମାର କର ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ସାମ୍ପ୍ରଦାୟିକ ବିଭେଦ ସୃଷ୍ଟିକାରୀ ଆଇନ ପ୍ରତ୍ୟାହାର କରିବା ପାଇଁ ଦାବି କରିବା ସହ ଏନେଇ ଚାଲିଥିବା ଆନ୍ଦୋଳନକୁ ତୀବ୍ର କରିବାକୁ ସେ ଆହ୍ବାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ଶିକ୍ଷକ ତରୁଣ କୁମାର ପାତ୍ର, ପୂର୍ବତନ ବିଧାୟକ ଶମ୍ଭୁନାଥ ନାଏକ, ସାଦ ବଦ୍ରା, ଡ. ଦୁଃଖବନ୍ଧୁ ମହାନ୍ତ, ଛାତ୍ରନେତା ମଧୁସୂଦନ ନାଏକ, ଯୁବ ନେତା ଲଳିତ କୁମାର ମହାନ୍ତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri